1 Corinthians 6:10 — Compare Translations

6 translations compared side by side

Odia - 1840
" ଯେଉଁମାନେ ୟୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ଯଭିଚାରୀ, ସମଲିଙ୍ଗୀ, ସ୍ବାର୍ଥପର, ଚୋର, ମଦୁଆ, ପରନିନ୍ଦକ ଓ ଠକୁଆ, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାରୀ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଚୋର, ଧନଲୋଭୀ, ମାତାଲ୍, କୁତ୍ସାରଟନାକାରୀ ଓ ଡ଼କାଏତମାନେ ଈଶ୍ୱରଙ୍କ ରାଜ୍ୟରେ ଅଧିକାର ପାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಚೊರಾ, ಖುದ್ಗೆ, ಫಿದೊಡೆ, ದುಸ್ರ್ಯಾಚೆ ನಾವ್ ವೈಟ್ ಕರ್ತಲೆ, ಲುಟ್ತಲೊ, ಅಸ್ಲೆ ಕೊನ್‍ಬಿ ದೆವಾಚೊ ರಾಜ್ ಜೊಡುಕ್ ಸಕಿನಾತ್.