1 Corinthians 6:11 — Compare Translations
7 translations compared side by side
Odia - 1840
"ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତକେ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହାଇେଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ଓ ଆମ୍ଭ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଧାର୍ମିକ କରାଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହିପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ସେ ପ୍ରକାର ଥିଲ। କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ପାପରୁ ପରିଷ୍କୃତ ହୋଇ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ। ପୁଣି ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧାର୍ମିକରୂପେ ପରିଗଣିତ ହୋଇଅଛ।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତେକ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହୋଇଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଧାର୍ମିକ କରାଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾತ್ಲೆ ಉಲ್ಲೆ ಎಕ್ ಕಾಲಾತ್ ತಸೆಚ್ ಹೊತ್ತೆ; ಖರೆ ಅತ್ತಾ ತುಮ್ಕಾ ಜೆಜು ಕ್ರಿಸ್ತಾ ಅಮ್ಚ್ಯಾ ಧನಿಯಾಚ್ಯಾ ನಾಂವಾನ್ ಅನಿ ದೆವಾಚ್ಯಾ ಆತ್ಮ್ಯಾನ್ ಧುವ್ನ್ ಪವಿತ್ರ್ ಕರಲ್ಲೆ ಹಾಯ್, ಅಶೆ ಪವಿತ್ರ್ ಅನಿ ನಿತಿವಂತ್ ಲೊಕಾ ಕರಲ್ಲೆ ಹಾಯ್.