1 Corinthians 6:12 — Compare Translations

7 translations compared side by side

Odia - 1840
"ସମସ୍ତ ବିଷୟ ସାଧନ କରିବା ପାଇଁ ମାେତେ ଅନୁମତି ମିଳିଛି। କିନ୍ତୁ ପ୍ରେତ୍ୟକକ ବିଷୟ ଭଲ ନୁହେଁ। ସମସ୍ତ ବିଷୟ ସାଧନ କରିବା ପାଇଁ ମାେତେ ଅନୁମତି ମିଳିଛି କିନ୍ତୁ ମାେ ଉପରେ କତ୍ତୃର୍ତ୍ବ କରିବାକୁ ମୁଁ କାହାକୁ ଦବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ଵାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ଵାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି କହିପାରେ, “ମୋତେ ସବୁ କିଛି କରିବା ପାଇଁ ଅନୁମତି ଦିଆଯାଇଛି।” ସତ କଥା, କିନ୍ତୁ ସବୁ କିଛି ତୁମ ପାଇଁ ହିତଜନକ ନୁହେଁ। ଯେ କୌଣସି ବିଷୟ କରିବାର ସ୍ୱାଧୀନତା ମୋର ଅଛି ବୋଲି ମୋତେ ବଶୀଭୂତ କରିବା ପାଇଁ ମୁଁ କାହାରିକୁ କେବେ ସୁଯୋଗ ଦେବି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ଶରୀରକୁ ପରମେଶ୍ୱରଙ୍କ ମହିମାରେ ଲଗାଅ “ସମସ୍ତ ବିଷୟ ସାଧନ କରିବା ପାଇଁ ମୋତେ ଅନୁମତି ମିଳିଛି।” କିନ୍ତୁ ପ୍ରତ୍ୟେକ ବିଷୟ ଭଲ ନୁହେଁ। “ସମସ୍ତ ବିଷୟ ସାଧନ କରିବା ପାଇଁ ମୋତେ ଅନୁମତି ମିଳିଛି” କିନ୍ତୁ ମୋ’ ଉପରେ କର୍ତ୍ତୃତ୍ୱ କରିବାକୁ ମୁଁ କାହାକୁ ଦେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ಕಾಯ್ಬಿ ಕರುಕ್ ಹೊತಾ ಮನುನ್ ತಿಯಾ ಮನ್ಸಿಲ್, ಖರೆ ಮಿಯಾ ಕಾಯ್ ಕರ್‍ತಾ ತೆ ಸಗ್ಳೆ ಮಾಜ್ಯಾ ಪಾಯ್ದ್ಯಾಕ್ ಪಡಿನಾ. ಮಿಯಾ ಕಾಯ್ಬಿ ಕರುಕ್ ಹೊತಾ ತೆ ಖರೆ ಹಾಯ್, ಖರೆ ಮಿಯಾ ಕೊನಾಚೊಬಿ ಗುಲಾಮ್ ಹೊಯ್ನಾ”.