1 Corinthians 6:13 — Compare Translations
7 translations compared side by side
Odia - 1840
"ଖାଦ୍ୟ ପଟେ ପାଇଁ ଓ ପଟେ ଖାଦ୍ୟ ପାଇଁ ଅଟେ। ଏ କଥା ଠିକ୍, କିନ୍ତୁ ପରମେଶ୍ବର ଏ ଦୁହିଁକୁ ନାଶ କରିବେ। ଶରୀର ୟୌନଗତ ପାପ ପାଇଁ ନୁହେଁ, ଏବଂ ପ୍ରଭୁଙ୍କ ପାଇଁ ଉଦ୍ଦିଷ୍ଟ, ଓ ପ୍ରଭୁ ଶରୀର ପାଇଁ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖାଦ୍ୟ ଉଦର ନିମନ୍ତେ, ପୁଣି ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ଵର ଉଭୟକୁ ଲୋପ କରିବେ । ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେନ,,ଆଉ ପ୍ରଭୁ ଶରୀର ନିମନ୍ତେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟ କେହି କହିପାରେ, “ଖାଦ୍ୟ ଉଦର ପାଇଁ ଓ ଉଦର ଖାଦ୍ୟ ପାଇଁ ଉଦ୍ଦିଷ୍ଟ।” ସତ କଥା, କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର, କାମୁକତାରେ ବ୍ୟବହାର ନ ହୋଇ ପ୍ରଭୁଙ୍କ ସେବାରେ ବ୍ୟବହୃତ ହେଉ, କାରଣ ପ୍ରଭୁ ଶରୀରର ଆବଶ୍ୟକତା ପୂରଣ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ଖାଦ୍ୟ ପେଟ ପାଇଁ ଓ ପେଟ ଖାଦ୍ୟ ପାଇଁ ଅଟେ।” ଏ କଥା ଠିକ୍, କିନ୍ତୁ ପରମେଶ୍ୱର ଏ ଦୁହିଁକୁ ନାଶ କରିବେ। ଶରୀର ଯୌନଗତ ପାପ ପାଇଁ ନୁହେଁ, ଏବଂ ପ୍ରଭୁଙ୍କ ପାଇଁ ଉଦ୍ଧିଷ୍ଟ, ଓ ପ୍ରଭୁ ଶରୀର ପାଇଁ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ବର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
Odia IRV 2017 (ଓଡିଆ ବାଇବେଲ)
ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಖಾನ್ ಪೊಟಾಸಾಟ್ನಿ ಅನಿ ಪೊಟ್ ಖಾನಾಸಾಟ್ನಿ” ಮನ್ತಲೆ ಖರೆ ಹಾಯ್: ಹೆ ಅನಿ ತೆ ದೊನಿಬಿ ದೆವ್ ಎಕ್ ದಿಸ್ ನಾಪತ್ತೊ ಕರ್ತಾ. ಆಂಗ್ ವೆಭಿಚಾರಾಸಾಟ್ನಿ ನ್ಹಯ್, ತೆ ಧನಿಯಾಸಾಟ್ನಿ ಅನಿ ಧನಿ ಆಂಗಾಸಾಟ್ನಿ.