1 Corinthians 6:14 — Compare Translations
7 translations compared side by side
Odia - 1840
"ପରମେଶ୍ବର କବଳେ ପ୍ରଭୁଙ୍କୁ ମୃତ୍ଯୁରୁ ପୂର୍ନରୁଥିତ କରି ନାହାଁନ୍ତି, ବରଂ ନିଜର ଶକ୍ତି ଦ୍ବାରା ସେ ଆମ୍ଭମାନଙ୍କୁ ମଧ୍ଯ ମୃତ୍ଯୁରୁ ପୂର୍ନରୁଥିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ଵାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଅଛନ୍ତି ଏବଂ ଆପଣା ଶକ୍ତିରେ ସେ ଆମ୍ଭମାନଙ୍କୁ ମଧ୍ୟ ପୁନର୍ଜୀବିତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କେବଳ ପ୍ରଭୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରି ନାହାନ୍ତି, ବରଂ ନିଜର ଶକ୍ତି ଦ୍ୱାରା ସେ ଆମ୍ଭମାନଙ୍କୁ ମଧ୍ୟ ମୃତ୍ୟୁରୁ ପୁନରୁତ୍ଥିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಧನಿಯಾಕ್ ಎವ್ಡೆಚ್ ಮರ್ನಾತ್ನಾ ಝಿತ್ತೊ ಕರುನ್ ಉಟ್ವುಕ್ ನಾ; ಖರೆ ತುಮ್ಕಾಬಿ ತೊ ಅಪ್ನಾಚ್ಯಾ ತಾಕ್ತಿನ್ ಉಟ್ವುತಾ.