1 Corinthians 6:18 — Compare Translations
7 translations compared side by side
Odia - 1840
"ଅତଏବ ୟୌନଗତ ପାପଠାରୁ ଦୂର ରେ ରୁହ। ଜଣେ ଲୋକ ଅନ୍ୟ ସମସ୍ତ ପ୍ରକାରର ପାପ, ନିଜ ଶରୀରର ବାହା ରେ କରେ। କିନ୍ତୁ ୟୌନଗତ ପାପ ଦ୍ବାରା ସେ ନିଜ ଶରୀର ବିରୁଦ୍ଧ ରେ ପାପ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବ୍ୟଭିଚାରଠାରୁ ପଳାୟନ କର । ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାମୁକତାଠାରୁ ଦୂରରେ ରୁହ। ଅନ୍ୟ କୌଣସି ପାପ ମନୁଷ୍ୟର ଶରୀରକୁ କଳୁଷିତ କରେ ନାହିଁ। କିନ୍ତୁ ବ୍ୟଭିଚାରୀ ନିଜ ଶରୀର ବିରୁଦ୍ଧରେ ପାପ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଯୌନଗତ ପାପଠାରୁ ଦୂରରେ ରୁହ। ଜଣେ ଲୋକ ଅନ୍ୟ ସମସ୍ତ ପ୍ରକାରର ପାପ, ନିଜ ଶରୀରର ବାହାରେ କରେ। କିନ୍ତୁ ଯୌନଗତ ପାପ ଦ୍ୱାରା ସେ ନିଜ ଶରୀର ବିରୁଦ୍ଧରେ ପାପ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।
Odia IRV 2017 (ଓଡିଆ ବାଇବେଲ)
ବ୍ୟଭିଚାରଠାରୁ ପଳାୟନ କର । ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ಅನೈತಿಕ್ ಸಮಂದಾಕ್ನಾ ಧುರ್ ಪಳಾ, ಮಾನುಸ್ ಕರ್ತಲಿ ಸಗ್ಳಿ ಪಾಪಾ ತೊ ಆಂಗಾಚ್ಯಾ ಭಾಯ್ರ್ ಕರ್ತಾ ಖರೆ ಅನೈತಿಕ್ ಪಾಪ್ ತೊ ಅಪ್ನಾಚ್ಯಾ ಆಂಗಾಚ್ಯಾ ವಿರೊದ್ ಕರ್ತಾ.