1 Corinthians 6:19 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନଙ୍କ ଶରୀର ପବିତ୍ର ଆତ୍ମାଙ୍କ ମନ୍ଦିର ଅଟେ। ପବିତ୍ର ଆତ୍ମା ଅନ୍ତର ରେ ଅଛନ୍ତି। ପବିତ୍ର ଆତ୍ମାଙ୍କୁ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ପାଇଛ। ତୁମ୍ଭମାନେେ ନିଜେ ନିଜର ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ଵରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁନ୍ତ
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ତୁମ୍ଭମାନଙ୍କର ଶରୀର ଈଶ୍ୱରଙ୍କଠାରୁ ପ୍ରାପ୍ତ ଅନ୍ତର୍ବାସୀ ପବିତ୍ରଆତ୍ମାଙ୍କ ମନ୍ଦିର? ତୁମେ ଆଉ ତୁମର ହୋଇ ନାହଁ, ମାତ୍ର ଈଶ୍ୱରଙ୍କର।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନଙ୍କ ଶରୀର ପବିତ୍ରଆତ୍ମାଙ୍କ ମନ୍ଦିର ଅଟେ। ପବିତ୍ରଆତ୍ମା ଅନ୍ତରରେ ଅଛନ୍ତି। ପବିତ୍ରଆତ୍ମାଙ୍କୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ପାଇଛ। ତୁମ୍ଭେମାନେ ନିଜେ ନିଜର ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
Odia IRV 2017 (ଓଡିଆ ବାଇବେଲ)
ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚಿ ಆಂಗಾ ಪವಿತ್ರ್ ಆತ್ಮ್ಯಾಚಿ ಗುಡಿಯಾ ಮನುನ್ ತುಮ್ಕಾ ಗೊತ್ತ್ ನಾ ಕಾಯ್? ತೊಚ್ ಆತ್ಮೊ ತುಮ್ಚ್ಯಾ ಭುತ್ತುರ್ ವಸ್ತಿ ಕರ್ತಾ ಹೊಯ್ ಕಾಯ್ ನಾ? ದೆವಾನುಚ್ ತೆಕಾ ತುಮ್ಕಾ ದಿಲ್ಯಾನಾಯ್, ತುಮಿ ತುಮ್ಚಿಚ್ ಆಸ್ತಿ ನ್ಹಯ್.