1 Corinthians 6:2 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଅବଶ୍ଯ ଜାଣିଛ ଯେ ପରମେଶ୍ବରଙ୍କର ଲୋକମାନେ ଜଗତର ବିଚାର କରିବେ। ଅତଏବ, ଯଦି ତୁମ୍ଭମାନେେ ଜଗତର ବିଚାର କରିବ, ତା' ହେଲେ ଏହି ଭଳି େଛାଟ େଛାଟ କଥାଗୁଡ଼ିକର ବିଚାର କ'ଣ ତୁମ୍ଭମାନେେ କରିପାରିବ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ଵାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ?
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଲୋକମାନେ ଜଗତର ବିଚାର କରିବେ ବୋଲି କ’ଣ ଜାଣ ନାହିଁ? ତୁମେ ଯଦି ଜଗତର ବିଚାର କରିପାର, ତେବେ ଏହି ସାମାନ୍ୟ ବିଷୟଗୁଡ଼ିକର କ’ଣ ମୀମାଂସା କରି ପାରିବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଅବଶ୍ୟ ଜାଣିଛ ଯେ ପରମେଶ୍ୱରଙ୍କର ଲୋକମାନେ ଜଗତର ବିଗ୍ଭର କରିବେ। ଅତଏବ, ଯଦି ତୁମ୍ଭେମାନେ ଜଗତର ବିଗ୍ଭର କରିବ, ତା’ହେଲେ ଏହିଭଳି ଛୋଟ ଛୋଟ କଥାଗୁଡ଼ିକର ବିଗ୍ଭର କ’ଣ ତୁମ୍ଭେମାନେ କରି ପାରିବ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ?
Odia IRV 2017 (ଓଡିଆ ବାଇବେଲ)
ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏକଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ಲೊಕಾ ಜಗಾಚಿ ಝಡ್ತಿ ಕರ್ತಾತ್ ಮನುನ್ ತುಮ್ಕಾ ಗೊತ್ತ್ ನಾ ಕಾಯ್? ತುಮಿ ಜರ್ ಹ್ಯಾ ಜಗಾಚಿ ಝಡ್ತಿ ಕರ್ತಲೆ ತರ್ ಹ್ಯಾ ಚಿಲ್ಲರ್ ವಿಶಯಾಂಚೆ ನಿರ್ನಯ್ ಕರುಕ್ ತುಮ್ಚ್ಯಾನ್ ಹೊಯ್ನಾ ಕಾಯ್?