1 Corinthians 6:4 — Compare Translations
7 translations compared side by side
Odia - 1840
"ଅତଏବ, ଯଦି ତୁମ୍ଭମାନଙ୍କ ଭିତ ରେ କିଛି ବିବାଦ ଅଛି, ତାହାହେଲେ ତୁମ୍ଭମାନେେ କାହିଁକି ମଣ୍ଡଳୀ ବାହାରର ଲୋକଙ୍କ ନିକଟକୁ ସେଥିର ମୀମାଂସା ପାଇଁ ୟିବ? ଏହି ଲୋକମାନେ ମଣ୍ଡଳୀ ଦୃଷ୍ଟିରୁ ନଗଣ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଐହିକ ଜୀବନର କଥା ବା କଅଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ଵନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ତଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କଅଣ ବିଚାର କରିବା ନିମନ୍ତେ ନିଯୁକ୍ତ କର?
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିସବୁ ସାଧାରଣ ବିଷୟର ସମାଧାନ ପାଇଁ କାହିଁକି ଖ୍ରୀଷ୍ଟୀୟ ମଣ୍ଡଳୀ ଦୃଷ୍ଟିରେ ଯେଉଁମାନେ ସମ୍ମାନାସ୍ପଦ ନୁହନ୍ତି, ସେହିଭଳି ଇତର ଲୋକମାନଙ୍କ ନିକଟକୁ ଯାଉଛ?
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଯଦି ତୁମ୍ଭମାନଙ୍କ ଭିତରେ କିଛି ବିବାଦ ଅଛି, ତାହାହେଲେ ତୁମ୍ଭେମାନେ କାହିଁକି ମଣ୍ଡଳୀ ବାହାରର ଲୋକଙ୍କ ନିକଟକୁ ସେଥିର ମୀମାଂସା ପାଇଁ ଯିବ? ଏହି ଲୋକମାନେ ମଣ୍ଡଳୀ ଦୃଷ୍ଟିରୁ ନଗନ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଐହିକ ଜୀବନର କଥା ବା କଅଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ବନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ଡଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କଅଣ ବିଚାର କରିବା ନିମନ୍ତେ ନିଯୁକ୍ତ କର?
Odia IRV 2017 (ଓଡିଆ ବାଇବେଲ)
ତେବେ ଐହିକ ଜୀବନର କଥା ବା କ'ଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ବନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ଡଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କ'ଣ ବିଚାର କରିବା ନିମନ୍ତେ ନିଯୁକ୍ତ କର?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಅಸ್ಲ್ಯಾ ಚಿಲ್ಲರ್ ಸಂಗ್ತಿಯಾಂಚ್ಯಾ ವಿಶಯಾತ್ ನ್ಯಾಯ್ ಉಟ್ಲ್ಯಾರ್ ತೆ ನಿರ್ದಾರ್ ಕರುಕ್ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ ನತ್ತ್ಯಾ ಭಾಯ್ಲ್ಯಾ ನ್ಯಾಯ್ ಕರ್ತಲ್ಯಾಕ್ಡೆ ತುಮಿ ಜಾತಲೆ ಕಾಯ್?