1 Corinthians 6:5 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ଲଜ୍ଜା ଦବୋ ପାଇଁ ଏପରି କହୁଛି। ଖ୍ରୀଷ୍ଟ ବିଶ୍ବାସୀ ଭାଇମାନଙ୍କ ମଧିଅରେ ଥିବା ବିବାଦର ବିଚାର କରିବାକୁ ତୁମ୍ଭମାନଙ୍କ ଭିତ ରେ କ'ଣ ଜଣେ ହେଲେ ଜ୍ଞାନୀ ଲୋକ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ପାଇଁ ଏହା କହୁଅଛି । ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କଅଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିପାଇଁ ତୁମ୍ଭେମାନେ ଲଜ୍ଜିତ ହେବା ଉଚିତ୍। ଖ୍ରୀଷ୍ଟବିଶ୍ୱାସୀ ଭାଇ ମଧ୍ୟରେ ଉପୁଜିଥିବା ବିବାଦର ନିଷ୍ପତ୍ତି କରିବାକୁ ନିଶ୍ଚୟ ତୁମ ମଣ୍ଡଳୀରେ କେହି ନା କେହି ଜଣେ ବିଜ୍ଞ ବ୍ୟକ୍ତି ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଲଜ୍ଜା ଦେବା ପାଇଁ ଏପରି କହୁଛି। ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନଙ୍କ ମଧ୍ୟରେ ଥିବା ବିବାଦର ବିଗ୍ଭର କରିବାକୁ ତୁମ୍ଭମାନଙ୍କ ଭିତରେ କ’ଣ ଜଣେ ହେଲେ ଜ୍ଞାନୀ ଲୋକ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ଲଜ୍ଜା କରାଇବା ପାଇଁ ଏହା କହୁଅଛି। ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କଅଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ପାଇଁ ଏହା କହୁଅଛି । ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କ'ଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಲಜ್ಜ್ಯಾ ಕರುಚಿ! ಖರೆಚ್‌ಬಿ ಭಾವ್ ಭಾವಾಂಚ್ಯಾ ಮದ್ದಿ ನ್ಯಾಯ್ ನಿರ್ನಯ್ ಕರುನ್ ದಿತಲೊ ಎಕ್ಲೊಬಿ ಬುದ್ವಂತ್ ಮಾನುಸ್ ತುಮ್ಚ್ಯಾ ಮದ್ದಿ ನಾ ಕಾಯ್?