1 Corinthians 6:7 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କ ଭିତ ରେ ଥିବା ଆଇନଗତ ବିବାଦଗୁଡ଼ିକ ଦର୍ଶାଇ ଦିଏ ଯେ, ତୁମ୍ଭମାନେେ ପରାଜିତ ହାଇେ ସାରିଛ। ତା' ଅପେକ୍ଷା ଅନ୍ୟ କହେି ତୁମ୍ଭମାନଙ୍କୁ ଠକିଥିଲେ ବା ତୁମ୍ଭମାନଙ୍କ ପ୍ରତି ଅନ୍ଯାୟ କରିଥିଲେ ଭଲ ହାଇେଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତା; ଦୋଷୀ । ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଧ୍ୟରେ ଚାଲିଥିବା ମାଲିମକଦ୍ଦମା ପ୍ରମାଣିତ କରୁଛି ଯେ ତୁମ୍ଭେମାନେ ସମ୍ପୂର୍ଣ୍ଣ ପରାଜିତ। ମାଲିମକଦ୍ଦମା କରିବା ଅପେକ୍ଷା ବରଂ ଅନ୍ୟାୟ ସହ୍ୟ କରି କ୍ଷତିଗ୍ରସ୍ତ ହେବା, ତୁମ ପକ୍ଷରେ ଶ୍ରେୟଃ ନୁହେଁ କି?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ଭିତରେ ଥିବା ଆଇନଗତ ବିବାଦଗୁଡ଼ିକ ଦର୍ଶାଇ ଦିଏ ଯେ, ତୁମ୍ଭେମାନେ ପରାଜିତ ହୋଇ ସାରିଛ। ତା’ ଅପେକ୍ଷା ଅନ୍ୟ କେହି ତୁମ୍ଭମାନଙ୍କୁ ଠକିଥିଲେ ବା ତୁମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଥିଲେ ଭଲ ହୋଇଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ। ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ । ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಮದ್ದಿ ನ್ಯಾಯ್ ನಿರ್ನಯ್ ಕರುಕ್ ಜಾತಲೆ ಝಗ್ಡೆ ಹಾತ್ ಮಟ್ಲ್ಯಾರುಚ್ ಎಕ್ ವಾಟೆನ್ ತುಮಿ ಹಾರಲ್ಲ್ಯಾ ಸಾರ್ಕೆ, ಅಶೆ ರ್ಹಾತಾನಾ ಅನ್ನ್ಯಾಯ್ ಸೊಸುನ್ ಘೆವ್ಕ್, ನಾ ಹೊಲ್ಯಾರ್ ಅಪ್ನಾಕುಚ್ ಲುಕ್ಷಾನ್ ಸೊಸುಕ್ ತುಮಿ ತಯಾರ್ ನಾಶಿ ಕಶ್ಯಾಕ್?