1 Corinthians 6:9 — Compare Translations
7 translations compared side by side
Odia - 1840
"ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା, ଅଧାର୍ମିକମାନେ ଯେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ ଦୁର୍ଜନମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। ଏ ବିଷୟରେ ତୁମ୍ଭମାନଙ୍କର କୌଣସି ଭ୍ରାନ୍ତ ଧାରଣା ନ ରହୁ। ଲମ୍ଫଟୀ, ପ୍ରତିମାପୂଜକ, ବ୍ୟଭିଚାରୀ, ଅସ୍ୱାଭାବିକ ଯୌନକ୍ରିୟାରେ ଲିପ୍ତ ଲୋକମାନେ,
Odia Bible ERV 2004 (ପବିତ୍ର ବାଇବଲ)
ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
Odia IRV 2017 (ଓଡିଆ ବାଇବେଲ)
ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನ್ನ್ಯಾಯ್ ಕರ್ತಲೆ ಕೊನ್ಬಿ ದೆವಾಚೆ ರಾಜ್ ಜೊಡುಕ್ ಪಾವಿನಾತ್ ಮನುನ್ ತುಮ್ಕಾ ಗೊತ್ತ್ ನಾ ಕಾಯ್? ಮೊಸಾತ್ ಪಡುನಕಾಸಿ ಅನೈತಿಕ್ ಸಮಂದ್ ಕರ್ತಲೆ, ಮುರ್ತಿ ತುಜ್ಯಾ ಕರ್ತಲೆ, ವೆಭಿಚಾರ್ ಕರ್ತಲೆ, ಸಲಿಂಗ್ಗಾಮಿ.