1 Corinthians 7:1 — Compare Translations

7 translations compared side by side

Odia - 1840
"ଏବେ ମୁଁ ତୁମ୍ଭମାନେେ ଲେଖିଥିବା ବିଷୟଗୁଡ଼ିକରେ ଉତ୍ତର ଦେଉଛି। ପୁରୁଷ ପକ୍ଷେ ବିବାହ ନ କରିବା ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେଉଁସବୁ ବିଷୟ ଲେଖିଅଛ, ସେହିସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ଚିଠିରେ ଯେଉଁ ସବୁ ପ୍ରଶ୍ନ ପଚାରିଛ, ବର୍ତ୍ତମାନ ମୁଁ ସେ ସବୁର ଉତ୍ତର ଦେବି। ବିବାହ ନ କରିବା ଭଲ।
Odia Bible ERV 2004 (ପବିତ୍ର ବାଇବଲ)
ବିବାହ ବିଷୟରେ ଏବେ ମୁଁ ତୁମ୍ଭେମାନେ ଲେଖିଥିବା ବିଷୟ ଗୁଡ଼ିକରେ ଉତ୍ତର ଦେଉଛି। ପୁରୁଷ ପକ୍ଷେ ବିବାହ ନ କରିବା ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେଉଁ ସବୁ ବିଷୟ ଲେଖିଅଛ, ସେହି ସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ;
Odia IRV 2017 (ଓଡିଆ ବାଇବେଲ)
`ତୁମ୍ଭେମାନେ ଯେଉଁ ସବୁ ବିଷୟ ଲେଖିଅଛ, ସେହି ସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತುಮಿ ಮಾಕಾ ಲಿವಲ್ಲ್ಯಾ ಸಂಗ್ತಿಯಾಂಚ್ಯಾ ವಿಶಯಾತ್ ಮಾಜೊ ಜಬಾಬ್ ಅಸೊ!; ಎಕ್ ಮಾನ್ಸಾನ್ ಬಾಯ್ಕೊಮನ್ಸಿಕ್ ಅಪ್ಡಿ ನಸ್ತಾನಾ ರ್‍ಹಾತಲೆ ಬರೆ.