1 Corinthians 7:10 — Compare Translations

7 translations compared side by side

Odia - 1840
"ଯେଉଁମାନେ ବିବାହିତ ସମାନଙ୍କେୁ ମୁଁ ଏକ ଆଦେଶ ଦେଉଛି - ଏହି ଆଦେଶ ମାେ' ଠାରୁ ନୁହେଁ ବରଂ, ପ୍ରଭୁ ନିଜେ ଏହି ଆଦେଶ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ଵାମୀଠାରୁ ବିଭିନ୍ନ ନ ହେଉ,
Odia BSI (ପବିତ୍ର ବାଇବଲ (CL) NT (BSI))
ବିବାହିତମାନଙ୍କ ପ୍ରତି ଏହା ମୋର ଆଦେଶ ନୁହେଁ, ଈଶ୍ୱରଙ୍କ ଆଦେଶ - ସ୍ତ୍ରୀ ସ୍ୱାମୀକୁ କଦାପି ପରିତ୍ୟାଗ ନ କରୁ -
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ବିବାହିତ ସେମାନଙ୍କୁ ମୁଁ ଏହି ଆଦେଶ ଦେଉଛି-ଏହି ଆଦେଶ ମୋ’ଠାରୁ ନୁହେଁ ବରଂ, ପ୍ରଭୁ ନିଜେ ଏହି ଆଦେଶ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ୱାମୀଠାରୁ ପୃଥକ୍ ନ ହେଉ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಲಗಿನ್ ಹೊಲ್ಲ್ಯಾಕ್ನಿ ಮಾಜೊ ಹುಕುಮ್ ಅಸೊ, ಹ್ಯೊ ಹುಕುಮ್ ಖರೆ ಮಟ್ಲ್ಯಾರ್ ಮಾಜೊ ನ್ಹಯ್ ಧನಿಯಾಚೊ, ಬಾಯ್ಕೊನ್ ಅಪ್ನಾಚ್ಯಾ ಘೊವಾಕ್ ಸೊಡುಚೆ ನ್ಹಯ್.