1 Corinthians 7:11 — Compare Translations

7 translations compared side by side

Odia - 1840
"ଯେ ପତ୍ନୀ ନିଜ ପତିରକୁ କବେେ ହେଲେ ଛାଡ଼ିବା ଉଚିତ ନୁହେଁ, କିନ୍ତୁ ଯଦି ପତ୍ନୀ ପତିକୁ ଛାଡ଼େ, ତା' ହେଲେ ପୁନଃ ବିବାହ ନ କରି ରହିବା ଉଚିତ୍ ବା ନିଜ ପତି ସହିତ ମିଶି ୟିବା ଉଚିତ୍। ଠିକ୍ ସହେିଭଳି ପତି ମଧ୍ଯ ନିଜ ପତ୍ନୀକୁ ଛାଡ଼ପତ୍ର ଦବୋ ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(କିନ୍ତୁ ଯଦି ସେ ବିଭିନ୍ନ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ଵାମୀ ସହିତ ମିଳିତ ହେଉ), ପୁଣି ସ୍ଵାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି କରେ, ତେବେ ସେ ଏକାକିନୀ ରହୁ କିମ୍ବା ସ୍ୱାମୀ ସହିତ ପୁନର୍ମିଳିତ ହେଉ। ପୁଣି ସ୍ୱାମୀ ଆପଣା ସ୍ତ୍ରୀକୁ କଦାପି ଛାଡ଼ପତ୍ର ନ ଦେଉ।
Odia Bible ERV 2004 (ପବିତ୍ର ବାଇବଲ)
ଯେ, ପତ୍ନୀ ନିଜ ପତିକୁ କେବେ ହେଲେ ଛାଡ଼ିବା ଉଚିତ୍ ନୁହେଁ, କିନ୍ତୁ ଯଦି ପତ୍ନୀ ନିଜ ପତିକୁ ଛାଡ଼େ, ତା’ହେଲେ ପୁନଃ ବିବାହ ନ କରି ରହିବା ଉଚିତ୍ ବା ନିଜ ପତି ସହିତ ମିଶିଯିବା ଉଚିତ୍। ଠିକ୍ ସେହିଭଳି ପତି ମଧ୍ୟ ନିଜ ପତ୍ନୀକୁ ଛାଡ଼ପତ୍ର ଦେବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(କିନ୍ତୁ ଯଦି ସେ ସ୍ୱାମୀଠାରୁ ପୃଥକ୍ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ।
Odia IRV 2017 (ଓଡିଆ ବାଇବେଲ)
(କିନ୍ତୁ ଯଦି ସେ ବିଭିନ୍ନ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೊಡ್ಲ್ಯಾರ್ ತಿ ಲಗಿನ್ ಹೊಯ್‍ನಸ್ತಾನಾ ರ್‍ಹಾವ್ಚೆ, ನಾ ಹೊಲ್ಯಾರ್ ಅಪ್ನಾಚ್ಯಾ ಘೊವಾಕ್ಡೆ ರಾಜಿ ಹೊವ್ಚೆ. ತಸೆಚ್ ಘೊವಾನ್ಬಿ ಅಪ್ನಾಚ್ಯಾ ಬಾಯ್ಕೊಕ್ ಸೊಡ್ ಪತ್ತರ್ ದಿವ್ಚೆ ನ್ಹಯ್.