1 Corinthians 7:12 — Compare Translations

7 translations compared side by side

Odia - 1840
"ମୁଁ ଅନ୍ୟ ସମସ୍ତ ଲୋକଙ୍କୁ ଏହା କ ହେ (ଏହା ମାରେ କଥା, ପ୍ରଭୁଙ୍କର ନୁହେଁ): ଯଦି କୌଣସି ଖ୍ରୀଷ୍ଟୀୟ ଭାଇଙ୍କର ଏପରି ପତ୍ନୀ ଅଛି ଓ ସେ ଖ୍ରୀଷ୍ଟ ବିଶ୍ବାସୀନୀ ନୁହେଁ ମାତ୍ର ପତି ସହିତ ରହିବାକୁ ଇଚ୍ଛୁକ, ତା' ହେଲେ ପତି ତାକୁ ତ୍ଯାଗ କରିବା ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ଵାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତାʼର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାକୁ ପରିତ୍ୟାଗ ନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟମାନଙ୍କ ପ୍ରତି ଏହା ମୋର ପରାମର୍ଶ (ଈଶ୍ୱରଙ୍କର ନୁହେଁ।); ଯଦି ଆମ ମଧ୍ୟରୁ କାହାର ସ୍ତ୍ରୀ, ଖ୍ରୀଷ୍ଟବିଶ୍ୱାସୀ ନ ହୋଇ ମଧ୍ୟ ସ୍ୱାମୀ ସହିତ ବାସ କରିବାକୁ ଇଚ୍ଛା କରେ, ତେବେ ସେହି ଭାଇ ତାକୁ ଛାଡ଼ପତ୍ର ଦେବା ଉଚିତ୍ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଅନ୍ୟ ସମସ୍ତ ଲୋକଙ୍କୁ ଏହା କହେ (ଏହା ମୋର କଥା, ପ୍ରଭୁଙ୍କର ନୁହେଁ): ଯଦି କୌଣସି ଖ୍ରୀଷ୍ଟିୟ ଭାଇଙ୍କର ଏପରି ପତ୍ନୀ ଅଛି ଓ ସେ ଖ୍ରୀଷ୍ଟ ବିଶ୍ୱାସିନୀ ନୁହେଁ ମାତ୍ର ପତି ସହିତ ରହିବାକୁ ଇଚ୍ଛୁକ, ତା’ହେଲେ ପତି ତାକୁ ତ୍ୟାଗ କରିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ୱାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାହାକୁ ପରିତ୍ୟାଗ ନ କରୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ୱାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତା'ର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାକୁ ପରିତ୍ୟାଗ ନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹುರಲ್ಲ್ಯಾಂಚ್ಯಾ ವಿಶಯಾತ್ ಧನಿ ನ್ಹಯ್ ಮಿಯಾ ಸಾಂಗ್ತಾ, ಖಲ್ಯಾಬಿ ಎಕ್ ಭಾವಾಕ್ ವಿಶ್ವಾಸಾತ್ ನಸಲ್ಲಿ ಬಾಯ್ಕೊ ರ್‍ಹಾಲ್ಯಾರ್ ಅನಿ ತೆಚ್ಯಾ ವಾಂಗ್ಡಾ ಜಿವನ್ ಕರುಕ್ ತಯಾರ್ ಹಾಯ್ ತರ್ ತಿಕಾ ಸೊಡ್ ಪತ್ತರ್ ದಿವ್ಚೆ ನ್ಹಯ್.