1 Corinthians 7:15 — Compare Translations

7 translations compared side by side

Odia - 1840
"ତଥାପି ଯଦି ଜଣେ ଅବିଶ୍ବାସୀ, ଜଣେ ବିଶ୍ବାସୀଠାରୁ ଅଲଗା ହବୋକୁ ଇଚ୍ଛା କରେ, ତା' ହେଲେ ସେ ଅଲଗା ହାଇପୋ ରେ। ଯେତବେେଳେ ଏପରି ଘଟିବ, ଖ୍ରୀଷ୍ଟୀୟ ଭାଇ ଓ ଭଉଣୀ ବିବାହ ବନ୍ଧନରୁ ମୁକ୍ତ ହବେେ। ପରମେଶ୍ବର ତୁମ୍ଭମାନଙ୍କୁ ଶାନ୍ତି ରେ ରହିବାକୁ ଆହ୍ବାନ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯଦି ଅବିଶ୍ଵାସୀ ବିଭିନ୍ନ ହେବାକୁ ଇଚ୍ଛା କରେ, ତେବେ ସେ ବିଭିନ୍ନ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହନ୍ତି; ଈଶ୍ଵର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ଵାନ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯାହାହେଉ, ଯଦି ଜଣେ ଅଣବିଶ୍ୱାସୀ, ତା’ର ଖ୍ରୀଷ୍ଟବିଶ୍ୱାସୀ ସ୍ୱାମୀ ବା ସ୍ତ୍ରୀଠାରୁ ପୃଥକ୍ ରହିବାକୁ ଚାହେଁ, ତେବେ ସେ ତା’ କରୁ। ଏ କ୍ଷେତ୍ରରେ ଖ୍ରୀଷ୍ଟବିଶ୍ୱାସୀ ସ୍ୱାମୀ ବା ସ୍ତ୍ରୀଠାରୁ ପୃଥକ ରହିବାକୁ ଚାହେଁ, ତେବେ ସେ ତା’ କରୁ। ଏ କ୍ଷେତ୍ରରେ ଖ୍ରୀଷ୍ଟବିଶ୍ୱାସୀ ସ୍ୱାମୀ ବା ସ୍ତ୍ରୀ କୌଣସି ନିୟମରେ ଆବଦ୍ଧ ନୁହଁନ୍ତି। କାରଣ ଶାନ୍ତିରେ ଜୀବନ ଯାପନ କରିବା ପାଇଁ ଈଶ୍ୱର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଯଦି ଜଣେ ଅବିଶ୍ୱାସୀ, ଜଣେ ବିଶ୍ୱାସୀଠାରୁ ଅଲଗା ହେବାକୁ ଇଚ୍ଛା କରେ, ତା’ହେଲେ ସେ ଅଲଗା ହୋଇପାରେ। ଯେତେବେଳେ ଏପରି ଘଟିବ, ଖ୍ରୀଷ୍ଟିୟ ଭାଇ ଓ ଭଉଣୀ ବିବାହ ବନ୍ଧନରୁ ମୁକ୍ତ ହେବେ। ପରମେଶ୍ୱର ତୁମ୍ଭମାନଙ୍କୁ ଶାନ୍ତିରେ ରହିବାକୁ ଆହ୍ୱାନ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯଦି ଅବିଶ୍ୱାସୀ ପୃଥକ୍ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ବର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତଥାପି ଯଦି ଅବିଶ୍ୱାସୀ ପୃଥକ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ୱର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ವಿಶ್ವಾಸಾತ್ ನಸಲ್ಲೊ ವಾಂಗ್ಡಿ ಸೊಡುನ್ ಜಾತಾ ಮನುನ್ ಮನ್ತಾ ಜಾಲ್ಯಾರ್, ತೊ ನಾ ತರ್ ತಿ ಜಾಂವ್ದಿತ್, ಅಸ್ಲ್ಯಾ ವಿಶಯಾತ್ ಎಕ್ ಭಾವಾಕ್ ನಾ ಹೊಲ್ಯಾರ್ ಭೆನಿಕ್ ಕಸ್ಲಿಬಿ ಜಬರ್ದಸ್ತಿ ನಾ. ಕಶ್ಯಾಕ್ ಮಟ್ಲ್ಯಾರ್ ದೆವಾನ್ ತುಮ್ಕಾ ಸಮಾದಾನಾನ್ ಜಿವನ್ ಕರುಕ್ ಬಲ್ವಲ್ಲೆ ಹಾಯ್.