1 Corinthians 7:17 — Compare Translations

7 translations compared side by side

Odia - 1840
"ପ୍ରଭୁ ତୁମକୁ ଆହ୍ବାନ କଲା ବେଳେ ଯେଉଁ ପ୍ରକାର ଜୀବନ ଯାପନ କରିବା ପାଇଁ ଚାଳନା ଦେଉଛନ୍ତି, ପ୍ରେତ୍ୟକକ ଲୋକ ସହେିଭଳି ଜୀବନ ଯାପନ କରିବା ଉଚିତ୍। ମୁଁ ସମସ୍ତ ମଣ୍ଡଳୀକୁ ଏହି ନିର୍ଦ୍ଦଶେ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ଵର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ଵାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ । ମୁଁ ସମସ୍ତ ମଣ୍ତଳୀରେ ଏହିପ୍ରକାର ଆଦେଶ ଦିଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଯାହାକୁ ଯେପରି ଅନୁଗ୍ରହ କରିଛନ୍ତି ଓ ଯାହାକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଛନ୍ତି, ସେ ସେହିପରି ଭାବରେ ଜୀବନ ଯାପନ କରିବା ଉଚିତ୍। ଏହି ନିର୍ଦ୍ଦେଶ ମୁଁ ସବୁ ମଣ୍ଡଳୀକୁ ଦେଇଥାଏ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଆହ୍ୱାନ ଅନୁସାରେ ଜୀବନଯାପନ କର ପ୍ରଭୁ ତୁମକୁ ଆହ୍ୱାନ କଲାବେଳେ ଯେଉଁ ପ୍ରକାର ଜୀବନଯାପନ କରିବା ପାଇଁ ଗ୍ଭଳନା ଦେଉଛନ୍ତି, ପ୍ରତ୍ୟେକ ଲୋକ ସେହିଭଳି ଜୀବନଯାପନ କରିବା ଉଚିତ୍। ମୁଁ ସମସ୍ତ ମଣ୍ଡଳୀକୁ ଏହି ନିର୍ଦ୍ଦେଶ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ବର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ।
Odia IRV 2017 (ଓଡିଆ ବାଇବେଲ)
କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ୱର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರಿ ಎಕ್ಲೊ ದೆವಾನ್ ತುಮ್ಕಾ ದಿಲ್ಲ್ಯಾ ದೆನ್ಗಿತ್ ಮಟ್ಲ್ಯಾರ್ ದೆವಾನ್ ತೆಕಾ ಬಲ್ವಲ್ಲ್ಯಾ ತನ್ನಾ ಕಸೊ ಹಾಯ್ ತ್ಯಾಚ್ ಸ್ಥಿತಿತ್ ಜಿವನ್ ಕರುಕ್ ಬಗುಂದಿತ್, ಹಿಚ್ ಚಾಲ್ ಮಿಯಾ ಸಗ್ಳ್ಯಾ ದೆವಾಚ್ಯಾ ತಾಂಡ್ಯಾಕ್ನಿ ಶಿಕ್ವುತಾ.