1 Corinthians 7:2 — Compare Translations
7 translations compared side by side
Odia - 1840
"କିନ୍ତୁ ୟୌନଗତ ପାପ ବଡ଼ ବିପଦଜନକ। ଅତଏବ ପ୍ରେତ୍ୟକକ ପୁରୁଷର ନିଜର ପତ୍ନୀ ଥିବା ଉଚିତ୍। ସହେିଭଳି ପ୍ରେତ୍ୟକକ ସ୍ତ୍ରୀର ନିଜ ସ୍ବାମୀ ଥିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ଵାମୀ ଥାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସର୍ବତ୍ର ଯୌନ ପ୍ରଲୋଭନ ପୂରି ରହି ଥିବାରୁ, ପ୍ରତ୍ୟେକ ପୁରୁଷର ସ୍ତ୍ରୀ ଓ ପ୍ରତ୍ୟେକ ସ୍ତ୍ରୀର ସ୍ୱାମୀ ଥିବା ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୌନଗତ ପାପ ବଡ଼ ବିପଦଜନକ। ଅତଏବ ପ୍ରତ୍ୟେକ ପୁରୁଷର ନିଜର ପତ୍ନୀ ଥିବା ଉଚିତ୍। ସେହିଭଳି ପ୍ରତ୍ୟେକ ସ୍ତ୍ରୀର ନିଜ ସ୍ୱାମୀ ଥିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಲ್ಯಾರ್ಬಿ ಅನೈತಿಕ್ ಅಪಾಯ್ ಕವ್ಡೊ ಹಾಯ್ ಕಿ ಮಟ್ಲ್ಯಾರ್, ಹರಿ ಎಕ್ ಘೊಮನ್ಸಾಕ್ ಅಪ್ನಾಚಿಚ್ ಮನ್ತಲಿ ಬಾಯ್ಕೊ ರಾಂವ್ದಿತ್ ಅನಿ ಹರಿ ಎಕ್ ಬಾಯ್ಕೊಮನ್ಸಿಕ್ ಅಪ್ನಾಚೊಚ್ ಮನ್ತಲೊ ಘೊ ರಾಂವ್ದಿತ್.