1 Corinthians 7:20 — Compare Translations
7 translations compared side by side
Odia - 1840
"ପରମେଶ୍ବର ଆହ୍ବାନ କଲା ବେଳେ ଯେ ଯେଉଁ ଅବସ୍ଥା ରେ ଥିଲ, ସେ ସଭେଳି ଥାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ସେଥିରେ ଥାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଆହ୍ୱାନ ଗ୍ରହଣ କଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲା, ସେ ସେହି ଅବସ୍ଥାରେ ଥାଉ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆହ୍ୱାନ କଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲ, ସେ ସେଭଳି ଥାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ସେଥିରେ ଥାଉ।
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ସେଥିରେ ଥାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರಿ ಎಕ್ಲ್ಯಾನಿ ಅಪ್ನಾಕ್ ಬಲ್ವುನ್ ಹೊಲ್ಲ್ಯಾ ಎಳಾರ್ ಹೊತ್ತ್ಯಾ ಸ್ಥಿತಿತುಚ್ ರ್ಹಾವ್ಚೆ.