1 Corinthians 7:22 — Compare Translations

7 translations compared side by side

Odia - 1840
"କାରଣ ଯେଉଁ ଲୋକକୁ ପ୍ରଭୁ ଆହ୍ବାନ କଲା ବେଳେ କ୍ରୀତଦାସ ଥିଲା, ଏବେ ସେ ପ୍ରଭୁଙ୍କଠା ରେ ସ୍ବାଧୀନ ଲୋକ। ସହେି ପ୍ରକାର ସ୍ବାଧୀନ ଲୋକ ଥିଲା ବେଳେ ପ୍ରଭୁ ଯାହାକୁ ଆହ୍ବାନ କଲେ, ସେ ଏବେ ପ୍ରଭୁଙ୍କର କ୍ରୀତଦାସ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଆହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ପ୍ରଭୁଙ୍କର ଆହ୍ୱାନ ପାଇଥିବା କ୍ରୀତଦାସ, ତାଙ୍କର ମୁକ୍ତ ବ୍ୟକ୍ତି। ଅପର ପକ୍ଷରେ, ଖ୍ରୀଷ୍ଟଙ୍କ ଆହ୍ୱାନ ପାଇଥିବା ମୁକ୍ତ ବ୍ୟକ୍ତି, ତାଙ୍କର କ୍ରୀତଦାସ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯେଉଁ ଲୋକକୁ ପ୍ରଭୁ ଆହ୍ୱାନ କଲାବେଳେ କ୍ରୀତଦାସ ଥିଲା, ଏବେ ସେ ପ୍ରଭୁଙ୍କଠାରେ ସ୍ୱାଧୀନ ଲୋକ। ସେହି ପ୍ରକାର ସ୍ୱାଧୀନ ଲୋକ ଥିଲାବେଳେ ପ୍ରଭୁ ଯାହାକୁ ଆହ୍ୱାନ କଲେ, ସେ ଏବେ ପ୍ରଭୁଙ୍କର କ୍ରୀତଦାସ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଅାହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଅାହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಕಶೆ ಧನಿಯಾಚೆ ಬಲ್ವನ್ ಗಾವ್ತಾನಾ ಸ್ವತಂತ್ರ್ ಅಸಲ್ಲೊ ತೊ ಕ್ರಿಸ್ತಾಚೊ ಗುಲಾಮ್ ಹೊತಾ ತಸೆಚ್ ಧನಿಯಾಚೆ ಬಲ್ವನ್ ಗಾವ್ತಾನಾ ಗುಲಾಮ್ ಹೊತ್ತೊ ಧನಿಯಾತ್ ಸ್ವತಂತ್ರ್ ಹೊತಾ.