1 Corinthians 7:24 — Compare Translations

7 translations compared side by side

Odia - 1840
"ଅତଏବ ମଣିଷମାନଙ୍କର ଦାସ ହୁଅ ନାହିଁ। ଭାଇ ଓ ଭଉଣୀମାନେ! ଆହ୍ବାନ ହେଲା ବେଳେ ଯେ ଯେଉଁ ଅବସ୍ଥା ରେ ଥିଲା, ପରମେଶ୍ବରଙ୍କ ସହ ନୂତନ ଜୀବନ ଲାଭ କରି, ସେ ସହେିପରି କାର୍ୟ୍ଯ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ଵରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ତୁମ୍ଭେମାନେ ଯେଉଁ ଅବସ୍ଥାରେ ଆହୂତ ହୋଇଛ, ସେହି ଅବସ୍ଥାରେ ଈଶ୍ୱରଙ୍କ ସାହଚର୍ଯ୍ୟ ଲାଭ କରିବା ଉଚିତ୍।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ମଣିଷମାନଙ୍କର ଦାସ ହୁଅ ନାହିଁ। ଭାଇ ଓ ଭଉଣୀମାନେ! ଆହ୍ୱାନ ହେଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲା, ପରମେଶ୍ୱରଙ୍କ ସହ ନୂତନ ଜୀବନ ଲାଭ କରି, ସେ ସେହିପରି କାର୍ଯ୍ୟ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ବରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ୱରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು, ಹರಿ ಎಕ್ಲೊ ದೆವಾನ್ ತೆಕಾ ಬಲ್ವುತಾನಾ ಅಸಲ್ಲ್ಯಾ ಸ್ಥಿತಿತುಚ್ ತೊ ಖಾಯಮ್ ರ್‍ಹಾಂವ್ದಿತ್.