1 Corinthians 7:25 — Compare Translations

7 translations compared side by side

Odia - 1840
"ଏବେ ମୁଁ ଅବିବାହିତ ଲୋକମାନଙ୍କ ବିଷୟ ରେ କହୁଛି। ଏ ବିଷୟ ରେ ପ୍ରଭୁଙ୍କଠାରୁ ମାେତେ କୌଣସି ଆଦେଶ ମିଳି ନାହିଁ। କିନ୍ତୁ ପ୍ରଭୁ ମାେ ପ୍ରତି ଦୟା ଦଖାଇେ ଥିବାରୁ ଓ ମୁଁ ବିଶ୍ବାସଭାଜନ ହାଇେ ଥିବାରୁ, ମୁଁ ମାରେ ମତାମତ ଦେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ଵାସପାତ୍ର ହୋଇ ନିଜର ମତ ଦେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଅବିବାହିତମାନଙ୍କ ବିଷୟରେ ଜାଣିବାକୁ ଚାହିଁଛ। ଏ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ନିର୍ଦ୍ଦେଶ ପାଇ ନାହିଁ। କିନ୍ତୁ ପ୍ରଭୁଙ୍କ କୃପାରୁ ଜଣେ ବିଶ୍ୱାସଯୋଗ୍ୟ ବ୍ୟକ୍ତି ଭାବରେ ମୋର ବ୍ୟକ୍ତିଗତ ମତ ପ୍ରକାଶ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ବିବାହ କରିବା ବିଷୟକ ପ୍ରଶ୍ନ ଏବେ ମୁଁ ଅବିବାହିତ ଲୋକମାନଙ୍କ ବିଷୟରେ କହୁଛି। ଏ ବିଷୟରେ ପ୍ରଭୁଙ୍କଠାରୁ ମୋତେ କୌଣସି ଆଦେଶ ମିଳି ନାହିଁ। କିନ୍ତୁ ପ୍ରଭୁ ମୋ’ ପ୍ରତି ଦୟା ଦେଖାଇ ଥିବାରୁ ଓ ମୁଁ ବିଶ୍ୱାସଭାଜନ ହୋଇ ଥିବାରୁ, ମୁଁ ମୋର ମତାମତ ଦେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଦୟାରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି।
Odia IRV 2017 (ଓଡିଆ ବାଇବେଲ)
କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲಗಿನ್ ಹೊಯ್ನಸಲ್ಲ್ಯಾಂಚ್ಯಾ ವಿಶಯಾತ್ ಸಾಂಗುಚೆ ಜಾಲ್ಯಾರ್, ತೆಂಚ್ಯಾ ವಿಶಯಾತ್ ಧನಿಯಾಕ್ನಾ ಮಾಕಾ ಕಸ್ಲೊಬಿ ಖಾಯ್ದೊ ಗಾವುಕ್ ನಾ. ಖರೆ ಮಾಕಾ ಧನಿಯಾಚಿ ದಯಾ ಗಾವಲ್ಲ್ಯಾ ವೈನಾ ಮಿಯಾ ವಿಶ್ವಾಸಾಕ್ ಯೊಗ್ಯ್ ಮನುನ್ ಚಿಂತುನ್. ಮಾಜೊ ಅಭಿಪ್ರಾಯ್ ಮಿಯಾ ಸಾಂಗ್ತಾ.