1 Corinthians 7:28 — Compare Translations

7 translations compared side by side

Odia - 1840
"କିନ୍ତୁ ଯଦି ତୁମ୍ଭମାନେେ ବିବାହ କରିବା ପାଇଁ ମନସ୍ଥ କରିଛ, ତବେେ ଏହା ପାପ ନୁହେଁ। ଜଣେ କୁମାରୀ କନ୍ଯା ବିବାହ କଲେ ପାପ କରେ ନାହିଁ। କିନ୍ତୁ ଯେଉଁମାନେ ବିବାହ କରନ୍ତି, ସମାନେେ ଏହି ଜୀବନ ରେ କଷ୍ଟ ପାଇବେ। ଏହି କଷ୍ଟରୁ ମୁଁ ତୁମ୍ଭମାନଙ୍କୁ ମୁକ୍ତ ରଖିବାକୁ ଇଚ୍ଛା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ । ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ; ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ବିବାହ କଲେ; ତୁମ୍ଭେମାନେ ପାପ କରିବ ନାହିଁ। ଅବିବାହିତ ସ୍ତ୍ରୀ ବିବାହ କଲେ କୌଣସି ପାପ କରେ ନାହିଁ। କିନ୍ତୁ ବିବାହିତ ଲୋକକୁ ସଂସାରର ବହୁ ଦୁଃଖ କଷ୍ଟ ସହ୍ୟ କରିବାକୁ ହୋଇଥାଏ। ଏ ଦୁର୍ଦ୍ଦଶା ସମୟରେ ସେଥିରୁ ତୁମ୍ଭେମାନେ ରକ୍ଷା ପାଅ, ଏହା ମୋର ଇଚ୍ଛା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ତୁମ୍ଭେମାନେ ବିବାହ କରିବା ପାଇଁ ମନସ୍ଥ କରିଛ, ତେବେ ଏହା ପାପ ନୁହେଁ। ଜଣେ କୁମାରୀ କନ୍ୟା ବିବାହ କଲେ ପାପ କରେ ନାହିଁ। କିନ୍ତୁ ଯେଉଁମାନେ ବିବାହ କରନ୍ତି, ସେମାନେ ଏହି ଜୀବନରେ କଷ୍ଟ ପାଇବେ। ଏହି କଷ୍ଟରୁ ମୁଁ ତୁମ୍ଭମାନଙ୍କୁ ମୁକ୍ତ ରଖିବାକୁ ଇଚ୍ଛା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಲ್ಯಾರ್ಬಿ ತಿಯಾ ಲಗಿನ್ ಕರುನ್ ಘೆತಲ್ಯಾತ್ ಕಾಯ್ ಪಾಪ್ ನಾ; ಖರೆ ಲಗಿನ್ ಹೊಲ್ಲ್ಯಾಕ್ನಿ ಹ್ಯಾ ಬಾಳ್ವಿಚೆ ಸದ್ದಿಚೆ ಕಸ್ಟ್ ಹಾತ್. ತೆ ಕಸ್ಟ್ ತುಮ್ಕಾ ಗಾವ್ತಲೆ ನಕ್ಕೊ ಮನ್ತಲಿ ಮಾಜಿ ಆಶಾ.