1 Corinthians 7:29 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ! ମାରେ କହିବା କଥା ଯେ, ସମୟ ବହୁତ କମ୍ ଅଛି। ଅତଏବ, ଏହାପରେ, ଯେଉଁମାନଙ୍କର ପତ୍ନୀ ଅଛନ୍ତି ସମାନେେ ପ୍ରଭୁଙ୍କ ପାଇଁ ସମୟ ଦିଅନ୍ତୁ, ଯେପରି ସମାନଙ୍କେ ପତ୍ନୀ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତ୍ୟଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ମୁଁ ଏହି କଥା କହିବାକୁ ଇଚ୍ଛା କରୁଛି ଯେ, କାଳ ସନ୍ନିକଟ। ଆଜିଠାରୁ ବିବାହିତମାନେ ଅବିବାହିତଙ୍କ ପରି ଜୀବନ ଯାପନ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ! ମୋର କହିବା କଥା ଯେ, ସମୟ ବହୁତ କମ୍ ଅଛି। ଅତଏବ, ଏହା ପରେ, ଯେଉଁମାନଙ୍କର ପତ୍ନୀ ଅଛନ୍ତି ସେମାନେ ପ୍ରଭୁଙ୍କ ପାଇଁ ସମୟ ଦିଅନ୍ତୁ, ଯେପରି ସେମାନଙ୍କ ପତ୍ନୀ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତି ଅଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ହେ ଭାଇମାନେ, ମୋ' କଥାର ଭାବ ଏହି, ସମୟ ଅତ୍ୟଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು, ಮಿಯಾ ತುಮ್ಕಾ ಸಾಂಗುಕ್ ಬಗ್ತಲೆ ಎವ್ಡೆಚ್ ಠರವಲ್ಲೊ ಎಳ್ ಬಾರಿಕ್ ಹೊವ್ನಗೆತ್ ಯೆಲೊ, ತಸೆ ಮನುನ್ ಹಿತ್ನಾ ಫಿಡೆ ಬಾಯ್ಕೊ ಹೊತ್ತ್ಯಾನಿ ಬಾಯ್ಕೊ ನಸಲ್ಲ್ಯಾ ಸಾರ್ಕೆ ಚಲುಕ್ ಪಾಜೆ.