1 Corinthians 7:30 — Compare Translations

7 translations compared side by side

Odia - 1840
"ଯେଉଁମାନେ ଦୁଃଖି ସମାନେେ ଦୁଃଖି ନ ହେଲା ଭଳି ରୁହନ୍ତୁ। ଯେଉଁମାନେ ସୁଖୀ, ସମାନେେ ଏପରି ରୁହନ୍ତୁ ଯେପରି ସୁଖୀ ନୁହଁନ୍ତି। ଯେଉଁମାନେ ଜିନିଷ ପତ୍ର କିଣି ପାରନ୍ତି ସମାନେେ ନିଜ ପାଖ ରେ କିଛି ନ ଥିଲା ଭଳି ରୁହନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ଶୋକାର୍ତ୍ତ, ସେମାନଙ୍କର ଶୋକ କରିବା ପାଇଁ କୌଣସି କାରଣ ନାହିଁ ବୋଲି ମନେ କରନ୍ତୁ। ଯେଉଁମାନେ ଉଲ୍ଲସିତ, ସେମାନେ ମଧ୍ୟ ଆନନ୍ଦ କରିବାର କୌଣସି କାରଣ ନାହିଁ ବୋଲି ମନେ କରନ୍ତୁ। ଯେଉଁମାନେ ଯାହା କିଣନ୍ତି, ତାହା ନିଜର ନୁହେଁ ବୋଲି ମନେ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଦୁଃଖୀ ସେମାନେ ଦୁଃଖୀ ନ ହେଲା ଭଳି ରୁହନ୍ତୁ। ଯେଉଁମାନେ ସୁଖୀ, ସେମାନେ ଏପରି ରୁହନ୍ତୁ ଯେପରି ସୁଖୀ ନୁହନ୍ତି। ଯେଉଁମାନେ ଜିନିଷ ପତ୍ର କିଣି ପାରନ୍ତି ସେମାନେ ନିଜ ପାଖରେ କିଛି ନ ଥିଲା ଭଳି ରୁହନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ರಡ್ತಲ್ಯಾನಿ ರಡಿನಸಲ್ಲ್ಯಾಂಚ್ಯಾ ಸಾರ್ಕೆ, ಮಜ್ಯಾ ಕರ್ತಲ್ಯಾನಿ ಮಜ್ಯಾ ಕರಿನಸಲ್ಲ್ಯಾಂಚ್ಯಾ ಸಾರ್ಕೆ ಅನಿ ಇಕಾತ್ ಘೆಟಲ್ಲ್ಯಾನಿ ಅಪ್ನಾಕ್ಡೆ ಕಾಯ್ಬಿ ನಾ ಸಾರ್ಕೆ ಜಿವನ್ ಕರುಕ್ ಪಾಜೆ.