1 Corinthians 7:31 — Compare Translations

7 translations compared side by side

Odia - 1840
"ଯେଉଁମାନେ ସାଂସାରିକ ଭୋଗ-ବିଳାସର ସାମଗ୍ରୀ ଗୁଡ଼ିକ ବ୍ଯବହାର କରୁଛନ୍ତି, ସମାନେେ ଏପରି ରୁହନ୍ତୁ ଯେପରି ସେ ଗୁଡ଼ିକ ସମାନଙ୍କେ ପାଇଁ ଆଦୌ ଗୁରୁତ୍ବପୂର୍ଣ୍ଣ ନୁହେଁ। ଏହିପରି ଭାବରେ ରୁହ, କାରଣ ଜଗତର ବାହିଃକ ବିଷୟ ସବୁ ଶୀଘ୍ର ଲୋପ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ସାଂସାରିକ ବିଷୟରେ ଲିପ୍ତ, ସେମାନେ ଏଥିରେ ନିର୍ଲିପ୍ତ ହେଲା ପରି ରହନ୍ତୁ, କାରଣ ଏହି ଜଗତର ସାମ୍ପ୍ରତିକ ପରିସ୍ଥିତି ଆଉ ବେଶୀ ଦିନ ତିଷ୍ଠିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ସାଂସାରିକ ଭୋଗ-ବିଳାସର ସାମଗ୍ରୀ ଗୁଡ଼ିକ ବ୍ୟବହାର କରୁଛନ୍ତି, ସେମାନେ ଏପରି ରୁହନ୍ତୁ ଯେପରି ସେ ଗୁଡ଼ିକ ସେମାନଙ୍କ ପାଇଁ ଆଦୌ ଗୁରୁତ୍ୱପୂର୍ଣ୍ଣ ନୁହେଁ। ଏହିପରି ଭାବରେ ରୁହ, କାରଣ ଜଗତର ବାହ୍ୟିକ ବିଷୟ ସବୁ ଶୀଘ୍ର ଲୋପ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಹ್ಯಾ ಜಗಾತ್ಲಿ ಸಾಮಾನಾ ವಾಪರ್‍ತಲ್ಯಾನಿ ತಿ ವಾಪ್ರಿನಸಲ್ಲ್ಯಾ ಸಾರ್ಕೆ ಜಿವನ್ ಕರುಕ್ ಪಾಜೆ. ಕಶ್ಯಾಕ್ ಮಟ್ಲ್ಯಾರ್ ಹ್ಯಾ ಜಗಾಚೊ ಭಾಯ್ಲೊ ರುಪ್ ನಾಪತ್ತೊ ಹೊವ್ನ್ ಜಾತಾ.