1 Corinthians 7:32 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଯେପରି ଚିନ୍ତା ନ କର ଏହା ମାରଇେଚ୍ଛା। ଅବିବାହିତ ଲୋକ ପ୍ରଭୁଙ୍କ କାମ ରେ ଲାଗିଥାଏ ଓ ସେ ପ୍ରଭୁଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା । ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ବ୍ୟସ୍ତତାରୁ ମୁକ୍ତ ହୁଅ ବୋଲି ମୁଁ ଚାହେଁ। ଅବିବାହିତ ବ୍ୟକ୍ତି ପ୍ରଭୁଙ୍କ କାର୍ଯ୍ୟରେ ମନୋଯୋଗୀ ହୁଏ; କାରଣ ପ୍ରଭୁଙ୍କୁ ସନ୍ତୁଷ୍ଟ କରିବା, ତା’ର ଏକମାତ୍ର ଲକ୍ଷ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯେପରି ଚିନ୍ତା ନ କର ଏହା ମୋର ଇଚ୍ଛା। ଅବିବାହିତ ଲୋକ ପ୍ରଭୁଙ୍କ କାମରେ ଲାଗିଥାଏ ଓ ସେ ପ୍ରଭୁଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା। ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା । ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಉಸ್ಕೊ ಕರಿನಸ್ತಾನಾ ರ್‍ಹಾವ್ಚೆ ಮನುನ್ ಮಾಜಿ ಆಶಾ, ಲಗಿನ್ ಹೊಯ್ನಸಲ್ಲ್ಯಾ ಘೊಮನ್ಸಾಕ್ನಿ ಧನಿಯಾಚ್ಯಾ ಸಂಗ್ತಿಯಾಂಚ್ಯಾ ವಿಶಯಾತ್ ಉಸ್ಕೊ ರ್‍ಹಾತಾ; ಅಪ್ನಿ ಧನಿಯಾಚ್ಯಾ ಮನಾ ಸಾರ್ಕೊ ಕಸೊ ಹೊವ್ಚೊ ಮನುನ್ ತೊ ಚಿಂತಾ.