1 Corinthians 7:34 — Compare Translations
7 translations compared side by side
Odia - 1840
"ସେ ତା'ର ଶରୀର ଓ ଆତ୍ମା ଉଭୟକୁ ପ୍ରଭୁଙ୍କଠା ରେ ସମର୍ପିତ କରିପା ରେ। କିନ୍ତୁ ଜଣେ ବିବାହିତା ସ୍ତ୍ରୀ, ଜାଗତିକତା ରେ ମାତି ରହି, ନିଜ ସ୍ବାମୀକୁ ସନ୍ତୁଷ୍ଟ କରିବା ରେ ବ୍ଯସ୍ତ ରୁ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ।। ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ଵାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେ ଦୁଇଟି ଆକର୍ଷଣର ବଶବର୍ତ୍ତୀ। ଅବିବାହିତ ସ୍ତ୍ରୀ ବା କୁମାରୀ; ପ୍ରଭୁଙ୍କ କାର୍ଯ୍ୟରେ ମନୋଯୋଗୀ ହୁଏ, କାରଣ ଶାରୀରିକ ଓ ଆତ୍ମିକ ଭାବରେ ସେ ନିଜକୁ ଈଶ୍ୱରଙ୍କ ନିକଟରେ ଉତ୍ସର୍ଗ କରି ଦେବାକୁ ଚାହେଁ। କିନ୍ତୁ ବିବାହିତ ନାରୀ ଜାଗତିକ ବିଷୟ ନେଇ ବ୍ୟସ୍ତ, କାରଣ ସ୍ୱାମୀକୁ ସନ୍ତୁଷ୍ଟ କରିବା ତା’ର ଲକ୍ଷ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତା’ର ଶରୀର ଓ ଆତ୍ମା ଉଭୟକୁ ପ୍ରଭୁଙ୍କଠାରେ ସମର୍ପିତ କରିପାରେ। କିନ୍ତୁ ଜଣେ ବିବାହିତା ସ୍ତ୍ରୀ, ଜାଗତିକତାରେ ମାତି ରହି, ନିଜ ସ୍ୱାମୀକୁ ସନ୍ତୁଷ୍ଟ କରିବାରେ ବ୍ୟସ୍ତ ରୁହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲಗಿನ್ ಹೊಯ್ನಸಲ್ಲೆ ಚೆಡು ನಾ ಹೊಲ್ಯಾರ್ ಬಾಯ್ಕೊಮಾನುಸ್ ಧನಿಯಾಚ್ಯಾ ಸಂಗ್ತಿಯಾಂಚ್ಯಾ ವಿಶಯಾತ್ ಚಿಂತಾ ಕರ್ತಾ, ಆಂಗಾನ್ ಅನಿ ಆತ್ಮ್ಯಾನ್ ಎಕ್ ಒಪ್ಸುನ್ ದಿಲ್ಲೆ ಜಿವನ್ ಕರುಕ್ ತಿ ಬಗ್ತಾ ಖರೆ ಲಗಿನ್ ಹೊಲ್ಲ್ಯಾ ಬಾಯ್ಕೊಮನ್ಸಿಕ್ ಸಂಸಾರಾಚ್ಯಾ ಸಂಗ್ತಿಯಾಂಚೊ ಉಸ್ಕೊ ಅಪ್ನಾಚ್ಯಾ ಘೊವಾಚ್ಯಾ ಮನಾಕ್ ಯೆಯ್ ಸರ್ಕೆ ಕಶೆ ರ್ಹಾತಲೆ ಮನುನ್ ತಿ ಚಿಂತಾ ಕರ್ತಾ.