1 Corinthians 7:35 — Compare Translations

7 translations compared side by side

Odia - 1840
"ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କ ଭଲ ପାଇଁ କହୁଛି, ତୁମ୍ଭମାନଙ୍କ ଉପରେ କୌଣସି କଡ଼ା ପ୍ରତିବନ୍ଧକ ଲଗାଇବା ପାଇଁ ନୁହେଁ। ମୁଁ ଇଚ୍ଛା କରେ ଯେ ତୁମ୍ଭମାନେେ ନିଜକୁ କୌଣସି ଅନ୍ୟ କାମ ରେ ନ ଲଗାଇ, ସୂର୍ଣ୍ଣ ଭାବରେ ପ୍ରଭୁଙ୍କଠା ରେ ସମର୍ପଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ମଙ୍ଗଳ ପାଇଁ କହୁଅଛି। ତୁମ ପ୍ରତି କୌଣସି ନିଷେଧାଜ୍ଞା ଜାରୀ କରିବା ମୋର ଅଭିପ୍ରାୟ ନୁହେଁ। ଅନ୍ୟ ପକ୍ଷରେ ତୁମେ ଯଥାଯଥ ଆଚରଣ କରି ନିଜ ନିଜକୁ ବିନା ଦ୍ୱିଧାରେ ପ୍ରଭୁଙ୍କ ସେବାରେ ସମର୍ପଣ କର, ଏହା ମୋର ଇଚ୍ଛା।
Odia Bible ERV 2004 (ପବିତ୍ର ବାଇବଲ)
ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କ ଭଲ ପାଇଁ କହୁଛି, ତୁମ୍ଭମାନଙ୍କ ଉପରେ କୌଣସି କଡ଼ା ପ୍ରତିବନ୍ଧକ ଲଗାଇବା ପାଇଁ ନୁହେଁ। ମୁଁ ଇଚ୍ଛା କରେ ଯେ ତୁମ୍ଭେମାନେ ନିଜକୁ କୌଣସି ଅନ୍ୟ କାମରେ ନ ଲଗାଇ, ସମ୍ପୂର୍ଣ୍ଣ ଭାବରେ ପ୍ରଭୁଙ୍କଠାରେ ସମର୍ପଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾಚ್ ಬರ್‍ಯಾಕ್ ಮನುನ್ ಮಿಯಾ ಹೆ ಸಾಂಗ್ತಾ ತುಮ್ಕಾ ದಡ್ಪುನ್ ಧರುಚೆ ಮನುನ್ ಮಾಜೊ ಉದ್ದೆಸ್ ನ್ಹಯ್ ತುಮಿ ಬರ್‍ಯಾ ರಿತಿನ್ ಚಲುನ್ ಕಸ್ಲಿಬಿ ಅಡ್ಕಳ್ ನಸ್ತಾನಾ ಧನಿಯಾಚಿ ಸೆವಾ ಕರುಚಿ ಮನುನ್ ಮಾಜಿ ಆಶಾ.