1 Corinthians 7:37 — Compare Translations

7 translations compared side by side

Odia - 1840
"କିନ୍ତୁ ଆଉ ଜଣେ ଲୋକ ଅଧିକ ଦୃଢ଼ମନା ଥାଇପା ରେ ଯେ ବାହା ହବୋ ଦରକାର ନାହିଁ। ତାହାହେଲେ ସେ ଯାହା ଚା ହେଁ ତାହା କରିବା ପାଇଁ ସ୍ବାଧୀନତା ପାଇଛି। ଯଦି ସେ ଗ୍ଭ ହେଁ ତାହାର ମନ ରେ ଯେ ସେ ତାହାର କନ୍ଯାକୁ ବିବାହ ଦବେ ନାହିଁ, ସେ ଉଚିତ୍ କରୁଛିା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ହୃଦୟରେ ସ୍ଥିର ଥାଏ, ଆଉ ଆବଶ୍ୟକତା ବୋଧ ନ କରେ, ପୁଣି ଯାହାର ଆପଣା ଇଚ୍ଛାନୁସାରେ କରିବାକୁ ଅଧିକାର ଥାଏ, ଆଉ ଯେ ଆପଣା କନ୍ୟାକୁ କୁମାରୀ ରଖିବା ନିମନ୍ତେ ହୃଦୟରେ ସ୍ଥିର କରିଥାଏ, ସେ ଭଲ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେଉଁ ବ୍ୟକ୍ତି ସ୍ୱତଃପ୍ରବୃତ୍ତ ହୋଇ ତା’ର ବାଗ୍ଦତ୍ତାକୁ ବିବାହ ନ କରିବାକୁ ଦୃଢ଼ ସଙ୍କଳ୍ପ ଓ ନିଜର ଇନ୍ଦ୍ରିୟ ଲାଳସା ସମ୍ପୂର୍ଣ୍ଣ ଦମନ କରି ପାରିଛି ଏବଂ ବାଗ୍ଦତ୍ତାକୁ ସେହିପରି କୁମାରୀ ଅବସ୍ଥାରେ ରଖିବା ପାଇଁ ନିଷ୍ପତ୍ତି ନେଇ ସାରିଛି, ତେବେ ସେ ଠିକ୍ କରିଛି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆଉ ଜଣେ ଲୋକ ଅଧିକ ଦୃଢ଼ମନା ଥାଇପାରେ ଯେ ବାହା ହେବା ଦରକାର ନାହିଁ। ତାହାହେଲେ ସେ ଯାହା ଗ୍ଭହେଁ ତାହା କରିବା ପାଇଁ ସ୍ୱାଧୀନତା ପାଇଛି। ଯଦି ସେ ଗ୍ଭହେଁ ତାହାର ମନରେ ଯେ ସେ ତାହାର କନ୍ୟାକୁ ବିବାହ ଦେବ ନାହିଁ, ସେ ଉଚିତ୍ କରୁଛିା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ହୃଦୟରେ ସ୍ଥିର ଥାଏ, ଆଉ ଆବଶ୍ୟକତା ବୋଧ ନ କରେ, ପୁଣି, ଯାହାର ଆପଣା ଇଚ୍ଛାନୁସାରେ କରିବାକୁ ଅଧିକାର ଥାଏ, ଆଉ ଯେ ଆପଣା କନ୍ୟାକୁ କୁମାରୀ ରଖିବା ନିମନ୍ତେ ହୃଦୟରେ ସ୍ଥିର କରିଥାଏ, ସେ ଭଲ କରେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ହୃଦୟରେ ସ୍ଥିର ଥାଏ, ଆଉ ଆବଶ୍ୟକତା ବୋଧ ନ କରେ, ପୁଣି, ଯାହାର ଆପଣା ଇଚ୍ଛାନୁସାରେ କରିବାକୁ ଅଧିକାର ଥାଏ, ଆଉ ଯେ ଆପଣା କନ୍ୟାକୁ କୁମାରୀ ରଖିବା ନିମନ୍ତେ ହୃଦୟରେ ସ୍ଥିର କରିଥାଏ, ସେ ଭଲ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೊ ಕೊನ್ ಕಸ್ಲಿಬಿ ಜಬರ್ದಸ್ತಿ ನಸ್ತಾನಾ ಅಪ್ನಾಚ್ಯಾ ಲಗ್ನಾಚಿ ಗೊಸ್ಟ್ ಹೊಲ್ಲ್ಯಾ ತ್ಯಾ ಚೆಡ್ವಾಕ್ ತಿ ಕಶಿ ಹಾಯ್ ತ್ಯಾಚ್ ಸ್ಥಿತಿರ್ ಥವ್ಕ್ ಮನ್ ಕರ್‍ತಾ ಹೊಲ್ಯಾರ್, ತೊಬಿ ಬರೆಚ್ ಕರ್‍ತಾ.