1 Corinthians 7:4 — Compare Translations

7 translations compared side by side

Odia - 1840
"ପତ୍ନୀର ତା' ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା'ର ଶରୀର ଉପରେ ତା' ସ୍ବାମୀର ଅଧିକାର ଅଛି। ସହେିଭଳି ସ୍ବାମୀର ତା' ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା'ର ଶରୀର ଉପରେ ତା'ର ସ୍ତ୍ରୀର ଅଧିକାର ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭାର୍ଯ୍ୟାର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ସ୍ଵାମୀର ଅଛି; ସେହିପ୍ରକାରେ ମଧ୍ୟ ସ୍ଵାମୀର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ନିଜ ଶରୀର ଉପରେ ସ୍ତ୍ରୀର ପ୍ରଭୁତ୍ୱ ନାହିଁ, କିନ୍ତୁ ସ୍ୱାମୀର ଅଛି। ଠିକ୍ ସେହିପରି, ନିଜ ଶରୀର ଉପରେ ସ୍ୱାମୀର ପ୍ରଭୁତ୍ୱ ନାହିଁ, କିନ୍ତୁ ସ୍ତ୍ରୀର ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ପତ୍ନୀର ତା’ ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା’ର ଶରୀର ଉପରେ ତା’ ସ୍ୱାମୀର ଅଧିକାର ଅଛି। ସେହିଭଳି ସ୍ୱାମୀର ତା’ ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା’ର ଶରୀର ଉପରେ ତା’ର ସ୍ତ୍ରୀର ଅଧିକାର ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାର୍ଯ୍ୟାର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି।
Odia IRV 2017 (ଓଡିଆ ବାଇବେଲ)
ଭାର୍ଯ୍ୟାର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಯ್ಕೊಕ್ ಅಪ್ನಾಚ್ಯಾ ಆಂಗಾ ವೈರ್ ಹಕ್ಕ್ ನಾ, ಘೊವಾಕ್ ಹಕ್ಕ್ ಹಾಯ್! ತಸೆಚ್ ಘೊವಾಕ್ ಅಪ್ನಾಚ್ಯಾ ಆಂಗಾ ವೈರ್ ಹಕ್ಕ್ ನಾ, ಬಾಯ್ಕೊಕ್ ಹಕ್ಕ್ ಹಾಯ್.