1 Corinthians 7:40 — Compare Translations
7 translations compared side by side
Odia - 1840
"ଏକ ସ୍ତ୍ରୀ ଯଦି ପୁନଃ ବିବାହ ନ କରେ, ତା' ହେଲେ ସେ ଅଧିକ ସୁଖୀ ରହିବ। ଏହା ହେଉଛି ମାରେ ମତ। ମୁଁ ବିଶ୍ବାସ କରେ ଯେ ମାେ ପାଖ ରେ ମଧ୍ଯ ପରମେଶ୍ବରଙ୍କ ଆତ୍ମା ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ସେହିପରି ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ଵରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ମତରେ, ସେ ଯେଉଁ ଅବସ୍ଥାରେ ଅଛି, ସେହି ଅବସ୍ଥାରେ ରହିଲେ ଅଧିକ ଖୁସି ହେବ। ଏହା ମଧ୍ୟ ଈଶ୍ୱରଙ୍କ ପବିତ୍ରଆତ୍ମାଙ୍କ ଅଭିମତ ବୋଲି ମୁଁ ଭାବୁଛି।
Odia Bible ERV 2004 (ପବିତ୍ର ବାଇବଲ)
ଏକ ସ୍ତ୍ରୀ ଯଦି ପୁନଃ ବିବାହ ନ କରେ, ତା’ହେଲେ ସେ ଅଧିକ ସୁଖୀ ରହିବ। ଏହା ହେଉଛି ମୋର ମତ। ମୁଁ ବିଶ୍ୱାସ କରେ ଯେ ମୋ’ ପାଖରେ ମଧ୍ୟ ପରମେଶ୍ୱରଙ୍କ ଆତ୍ମା ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ଅବିବାହିତ ହୋଇ ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ବରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେହିପରି ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ୱରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತಿ ಘೊವ್ ಮರಲ್ಲಿ ಅನಿ ಎಕ್ ಘವ್ ನಸ್ತಾನಾಚ್ ರ್ಹಾಲ್ಯಾರ್, ತಿಚೆ ಲೈ ಬರೆ ಮನುನ್ ಮಾಜೊ ಅಭಿಪ್ರಾಯ್ ಅನಿ ಮಾಜ್ಯಾ ಭುತ್ತುರ್ ದೆವಾಚೊ ಪ್ರೆರನ್ ದಿತಲೊ ಆತ್ಮೊ ಹಾಯ್ ಮನುನ್ ಮಾಕಾ ಗೊತ್ತ್ ಹಾಯ್.