1 Corinthians 7:8 — Compare Translations

7 translations compared side by side

Odia - 1840
"ଏବେ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହୁଛି ଯେ, ଯଦି ସମାନେେ ମାେ ଭଳି ଏକାକୀ ରହି ପାରିବେ, ତା' ହେଲେ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋʼ ପରି ରହିଲେ ସେମାନଙ୍କ ପକ୍ଷରେ ଭଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବିବାହିତ ଓ ବିଧବାମାନଙ୍କ ସମ୍ବନ୍ଧରେ ମୋର ମନ୍ତବ୍ୟ ଏହି - ସେମାନେ ମୋ’ ପରି ଏକାକୀ ରହିଲେ ଭଲ ହୁଅନ୍ତା।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହୁଛି ଯେ, ଯଦି ସେମାନେ ମୋ’ ଭଳି ଏକାକୀ ରହି ପାରିବେ, ତା’ହେଲେ ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋʼ ପରି ରହିଲେ ସେମାନଙ୍କ ପକ୍ଷରେ ଭଲ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋ' ପରି ରହିଲେ ସେମାନଙ୍କ ପକ୍ଷରେ ଭଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ನಗಿನ್ ಹೊಯ್ನಸಲ್ಲ್ಯಾಕ್ನಿ ಅನಿ ಘೊವ್‍ಮರಲ್ಲ್ಯಾ ಬಾಯ್ಕಾಮನ್ಸಾಕ್ನಿ ಮಿಯಾ ಎವ್ಡೆಚ್ ಸಾಂಗ್ತಾ ಕಾಯ್ ಮಟ್ಲ್ಯಾರ್, ತೆನಿ ನಗಿನ್ ಹೊಯ್ನಸ್ತಾನಾ ಮಾಜ್ಯಾ ಸರ್ಕೆ ರ್‍ಹಾತಲೆ ಬರೆ.