1 Corinthians 7:9 — Compare Translations
7 translations compared side by side
Odia - 1840
"କିନ୍ତୁ ଯଦି ସମାନେେ ନିଜ ଶରୀର ଉପରେ ନିୟନ୍ତ୍ରଣ ରଖି ପାରିବେ ନାହିଁ, ତା' ହେଲେ ସମାନେେ ବିବାହ କରିବା ଉଚିତ୍। କାରଣ କାମ ବାସନାର ଅଗ୍ନି ରେ ପୋଡ଼ି ହବୋ ଅପେକ୍ଷା ବିବାହ କରିବା ଉତ୍ତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ; କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସଂଯମୀ ହୋଇ ନ ପାରିଲେ, ସେମାନଙ୍କ ପକ୍ଷରେ ବିବାହ କରିବା ଉଚିତ୍। କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଶ୍ରେୟସ୍କର।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ସେମାନେ ନିଜ ଶରୀର ଉପରେ ନିୟନ୍ତ୍ରଣ ରଖି ପାରିବେ ନାହିଁ, ତା’ହେଲେ ସେମାନେ ବିବାହ କରିବା ଉଚିତ୍। କାରଣ କାମ ବାସନାର ଅଗ୍ନିରେ ପୋଡ଼ି ହେବା ଅପେକ୍ଷା ବିବାହ କରିବା ଉତ୍ତମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆಂಕಾ ಸ್ವನಿಯಂತ್ರನ್ ನಾಹೊಲ್ಯಾರ್, ತೆನಿ ಲಗಿನ್ ಹೊಂವ್ದಿತ್! ಕಶ್ಯಾಕ್ ಮಟ್ಲ್ಯಾರ್, ಆಂಗಾಚ್ಯಾ ವೊಡ್ನಿಚ್ಯಾ ಆಗಿತ್ ಜಳ್ತಲ್ಯಾನ್ಕಿ ತೆನಿ ಲಗಿನ್ ಹೊಲ್ಲೆಚ್ ಲೈ ಬರೆ.