1 Corinthians 8:1 — Compare Translations
7 translations compared side by side
Odia - 1840
"ଏବେ ମୁଁ ମୂର୍ତ୍ତିଗୁଡ଼ିକଠା ରେ ଉତ୍ସର୍ଗୀକୃତ ମାଂସ ବିଷୟ ରେ କହିବି। ଆମ୍ଭେ ଜାଣୁ ଆମ୍ଭ ସମସ୍ତଙ୍କ ପାଖ ରେ ଜ୍ଞାନ ଅଛି। କିନ୍ତୁ ଜ୍ଞାନ ତୁମ୍ଭମାନଙ୍କୁ ଅହଂକାରୀ କରିଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେବପ୍ରସାଦ ସମ୍ଵନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ । ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦେବ ପ୍ରସାଦ ସମ୍ପର୍କରେ ମୋର ମନ୍ତବ୍ୟ:- ଆମ ସମସ୍ତଙ୍କର ଜ୍ଞାନ ଅଛି ବୋଲି ଜାଣୁ। ଜ୍ଞାନ ମନୁଷ୍ୟକୁ ଅହଙ୍କାରୀ କରେ, କିନ୍ତୁ ପ୍ରେମ ମଣିଷକୁ ସୁଗଠିତ କରେ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ତ୍ତିଠାରେ ଉତ୍ସର୍ଗ ହୋଇଥିବା ପ୍ରସାଦ ଏବେ ମୁଁ ମୂର୍ତ୍ତିଗୁଡ଼ିକଠାରେ ଉତ୍ସର୍ଗୀକୃତ ମାଂସ ବିଷୟରେ କହିବି। ଆମ୍ଭେ ଜାଣୁ “ଆମ୍ଭ ସମସ୍ତଙ୍କ ପାଖରେ ଜ୍ଞାନ ଅଛି।” କିନ୍ତୁ “ଜ୍ଞାନ” ତୁମ୍ଭମାନଙ୍କୁ ଅହଂକାରୀ କରିଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ । ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅತ್ತಾ ಮುರ್ತಿಯಾಕ್ನಿ ಭೆಟ್ವಲ್ಲ್ಯಾ ಖಾನ್ಯಾಚ್ಯಾ ವಿಶಯಾತ್ ತುಮಿ ಸಾಂಗ್ತ್ಯಾಶಿ ತಸೆಚ್ ಅಮ್ಕಾ ಸಗ್ಳೆ ಶಾನ್ಪಾನ್ ಹಾಯ್ ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್ ಖರೆ ಶಾನ್ಪಾನ್ ಅಮ್ಕಾ ಹಂಕಾರಿ ಕರ್ತಾ, ಪ್ರೆಮ್ ಎವ್ಡೊಚ್ ಅಮ್ಕಾ ವಾಡಾವಳ್ ದಿತಾ.