1 Corinthians 8:11 — Compare Translations
7 translations compared side by side
Odia - 1840
"ଅତଏବ ସହେି ଦୁର୍ବଳ ବିଶ୍ବାସୀ ଯାହା ନିମନ୍ତେ ଯୀଶୁଖ୍ରୀଷ୍ଟ ପ୍ରାଣ ତ୍ଯାଗ କରିଛନ୍ତି, ତାହାର ଆତ୍ମିକ ପତନ ପାଇଁ ତୁମ୍ଭେ ଦାଯୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ଵାରା ନଷ୍ଟ ହେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ହେଲେ ଯେଉଁ ଦୁର୍ବଳ ବିଶ୍ୱାସୀ ଭାଇ ପାଇଁ ଖ୍ରୀଷ୍ଟ ମୃତ୍ୟୁ ଭୋଗ କରିଥିଲେ, ତୁମର ଏହି “ଜ୍ଞାନ” ତା’ର ବିନାଶର କାରଣ ହେବ ନାହିଁ କି?
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ସେହି ଦୁର୍ବଳ ବିଶ୍ୱାସୀ ଯାହା ନିମନ୍ତେ ଯୀଶୁ ଖ୍ରୀଷ୍ଟ ପ୍ରାଣତ୍ୟାଗ କରିଛନ୍ତି, ତାହାର ଆତ୍ମିକ ପତନ ପାଇଁ ତୁମ୍ଭେ ଦାୟୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತುಜ್ಯಾ ಶಾನ್ಪಾನಾ ವೈನಾ ತುಜೊ ಭಾವ್ ಅನಿ ಭೆನ್ ನಾಸ್ ಹೊತಾ. ಕ್ರಿಸ್ತ್ ತೆಚ್ಯಾಸಾಟಿಬಿ ಮರ್ಲಾ ನ್ಹಯ್!