1 Corinthians 8:2 — Compare Translations

7 translations compared side by side

Odia - 1840
"କିନ୍ତୁ ପ୍ ରମେ ଅନ୍ୟମାନଙ୍କୁ ବଳିଷ୍ଠ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ କରେ। ଯଦି କିଏ ଭାବେ ଯେ, ସେ କିଛି ଜାଣେ ତା' ହେଲେ ସେ ଯେ ମୂର୍ଖ ଏହା ଜାଣି ରଖିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି କେହି କୁହେ ଯେ, ସେ କିଛି ଜାଣେ, ବାସ୍ତବରେ ଯାହା ଜାଣିବା ଦରକାର, ତାହା ସେ ଜାଣେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରେମ ଅନ୍ୟମାନଙ୍କୁ ବଳିଷ୍ଠ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ କରେ। ଯଦି କିଏ ଭାବେ ଯେ, ସେ କିଛି ଜାଣେ ତା’ହେଲେ ସେ ଯେ ମୂର୍ଖ ଏହା ଜାଣି ରଖିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ‍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ ಎಕ್ಲೊ ಅಪ್ನಾಕ್ ಕಾಯ್ಬಿ ಉಲ್ಲೆ ಗೊತ್ತ್ ಹಾಯ್ ಮನುನ್ ಚಿಂತಾ ಜಾಲ್ಯಾರ್ ತೆಕಾ ಜೆ ಕಾಯ್ ಗೊತ್ತ್ ಹಾಯ್ ತೆ ಕಳ್ವುನ್ ಘೆಟಲ್ಲ್ಯಾ ಸರ್ಕೆ ಕಳ್ವುನ್ ಘೆವ್ಕ್ ಪಾಜೆ.