1 Corinthians 8:4 — Compare Translations

7 translations compared side by side

Odia - 1840
"ଅତଏବ ମାଂସ ଖାଇବା ବିଷୟ ରେ ମୁଁ ଏହା କ ହେ ଯେ, ଆମ୍ଭେ ଜାଣୁ ଯେ ଜଗତ ରେ ପ୍ରକୃତ ରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ବର ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ଵର ବିନା ଦ୍ଵିତୀୟ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତିମାର ପ୍ରସାଦ ସେବନ ବିଷୟରେ ଆମେ ଜାଣୁ ଯେ, ଏ ଜଗତରେ ପ୍ରତିମାର କୌଣସି ପ୍ରକୃତ ଅସ୍ତିତ୍ୱ ନାହିଁ। ଆମ ଈଶ୍ୱର ହିଁ ଏକମାତ୍ର ଈଶ୍ୱର।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ମାଂସ ଖାଇବା ବିଷୟରେ ମୁଁ ଏହା କହେ ଯେ, ଆମ୍ଭେ ଜାଣୁ ଯେ ଜଗତରେ ପ୍ରକୃତରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ୱର ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ಮುರ್ತಿಯಾಕ್ನಿ ಭೆಟ್ವಲ್ಲೆ ಕೊನ್ಬಿ ಖಾವ್ಕ್ ಹೊತಾ ಕಾಯ್? “ಮುರ್ತಿ ಮನ್ತಲೆ ತೆ ಕಾಯ್ಬಿ ನ್ಹಯ್ ಅನಿ ಎಕ್ ದೆವಾ ಶಿವಾಯ್ ದುಸ್ರೊ ದೆವ್ ನಾ ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್”.