1 Corinthians 8:5 — Compare Translations
7 translations compared side by side
Odia - 1840
"ଆକାଶ ବା ପୃଥିବୀ ରେ ଅନକଗେୁଡ଼ିଏ ତଥା-କଥିତ ଦବେତା ଥାଇ ପାରନ୍ତି (ଲୋକେ ଅନକେ ବସ୍ତୁକୁ ଦବଗେଣ ଓ ପ୍ରଭୁଗଣ ବୋଲି କହୁଛନ୍ତି, କିନ୍ତୁ ତାହା ମହତ୍ତ୍ବପୂର୍ଣ୍ଣ ନୁହେଁ।)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସ୍ଵର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କହନ୍ତି, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି),
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗ ଓ ମର୍ତ୍ତ୍ୟରେ ତଥାକଥିତ ଅନେକ “ଦେବତା” ଓ “ପ୍ରଭୁ” ଥାଇପାରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆକାଶ ବା ପୃଥିବୀରେ ଅନେକଗୁଡ଼ିଏ ତଥା-କଥିତ ଦେବତା ଥାଇ ପାରନ୍ତି (ଲୋକେ ଅନେକ ବସ୍ତୁକୁ “ଦେବଗଣ” ଓ “ପ୍ରଭୁଗଣ” ବୋଲି କହୁଛନ୍ତି, କିନ୍ତୁ ତାହା ମହତ୍ତ୍ୱପୂର୍ଣ୍ଣ ନୁହେଁ।)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସ୍ୱର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କୁହାଯାଏ, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି),
Odia IRV 2017 (ଓଡିଆ ବାଇବେଲ)
କାରଣ ସ୍ୱର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କହନ୍ତି, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି),
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಳ್ಬಾರ್ ಹೊಂವ್ದಿತ್, ಜಿಮ್ನಿರ್ ಹೊಂವ್ದಿತ್, "ದೆವಾ" ಮನ್ತಲೆ ಹಾತ್ ಅನಿ ಖರೆಬಿ ತಸ್ಲೆ “ಧನಿ” ಲೈ ಹಾತ್.