1 Corinthians 8:6 — Compare Translations

7 translations compared side by side

Odia - 1840
"କିନ୍ତୁ ଆମ୍ଭ ପାଇଁ ଜଣେ ପରମେଶ୍ବର ଅଛନ୍ତି। ସେ ଆମ୍ଭର ପରମପିତା। ସମସ୍ତ ବିଷୟ ତାହାଙ୍କଠାରୁ ଆ ସେ, ଓ ଆମ୍ଭେ ତାହାଙ୍କ ପାଇଁ ଜୀବିତ ଅଛୁ। ପ୍ରଭୁ କବଳେ ଜଣେ। ସେ ଯୀଶୁଖ୍ରୀଷ୍ଟ ଅଟନ୍ତି। ପ୍ରେତ୍ୟକକ ବିଷୟ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ନିର୍ମିତ, ଓ ସେ ଆମ୍ଭମାନଙ୍କୁ ଜୀବନ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ଵର, ଅର୍ଥାତ୍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି ଏକମାତ୍ର ପ୍ରଭୁ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ଵାରା ସମସ୍ତ ବିଷୟ ହୋଇଅଛିା, ପୁଣି ତାହାଙ୍କ ଦ୍ଵାରା ଆମ୍ଭେମାନେ ହୋଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତଥାପି ଆମର ଆରାଧ୍ୟ ଈଶ୍ୱର ଏକମାତ୍ର। ସେ ପିତା, ତାଙ୍କ ଦ୍ୱାରା ସମସ୍ତ ବିଷୟ ସୃଷ୍ଟ ଓ ତାଙ୍କ ପାଇଁ ଆମେ ବଞ୍ଚିଛୁ। ପୁଣି ଆମର ଜଣେ ମାତ୍ର ପ୍ରଭୁ: ଯୀଶୁ ଖ୍ରୀଷ୍ଟ। ତାଙ୍କ କର୍ତ୍ତୃକ ସମସ୍ତ ବିଷୟ ସୃଷ୍ଟି ହୋଇଛି ଏବଂ ତାଙ୍କଠାରେ ଆମେ ବଞ୍ଚିଛୁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭ ପାଇଁ ଜଣେ ପରମେଶ୍ୱର ଅଛନ୍ତି। ସେ ଆମ୍ଭର ପରମପିତା। ସମସ୍ତ ବିଷୟ ତାହାଙ୍କଠାରୁ ଆସେ, ଓ ଆମ୍ଭେ ତାହାଙ୍କ ପାଇଁ ଜୀବିତ ଅଛୁ। ପ୍ରଭୁ କେବଳ ଜଣେ। ସେ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ପ୍ରତ୍ୟେକ ବିଷୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ନିର୍ମିତ, ଓ ସେ ଆମ୍ଭମାନଙ୍କୁ ଜୀବନ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ବର, ଅର୍ଥାତ୍‍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ୱର, ଅର୍ଥାତ୍‍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಲ್ಯಾರ್‌ಬಿ ಅಮ್ಕಾ ಎಕುಚ್ ದೆವ್ ಹಾಯ್, ತೊ ಬಾಬಾ ಸಗ್ಳಿ ಜಿನ್ಸಾ ತೆಚ್ಯಾ ವೈನಾಚ್ ಯೆಲ್ಯಾತ್ ಅನಿ ತೆಚೆಸಾಟ್ನಿ ಅಮಿ ಜಿವನ್ ಕರ್ತಾಂವ್ ಅನಿ ಅಮ್ಕಾ ಎಕ್ಲೊಚ್ ಧನಿ, ಜೆಜು ಕ್ರಿಸ್ತ್; ತೆಚ್ಯಾ ವೈನಾ ಸಗ್ಳಿ ಸಾಮಾನಾ ರಚುನ್ ಹೊಲ್ಯಾತ್ ಅನಿ ತೆಚ್ಯಾ ವೈನಾಚ್ ಅಮಿ ಜಿವನ್ ಕರ್ತಾಂವ್.