1 Corinthians 8:9 — Compare Translations

7 translations compared side by side

Odia - 1840
"କିନ୍ତୁ ନିଜର ସ୍ବାଧୀନତା ବିଷୟ ରେ ସାବଧାନ ରୁହ। ତୁମ୍ଭମାନଙ୍କର ଏହି ସ୍ବାଧୀନତା, ଦୁର୍ବଳ ବିଶ୍ବାସୀମାନଙ୍କୁ ପାପରେ ନ ପକାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସାବଧାନ, ତୁମ୍ଭମାନଙ୍କର ଏହି ସ୍ୱାଧୀନତା ଯେପରି ଦୁର୍ବଳ ବିଶ୍ୱାସୀମାନଙ୍କର ବିଘ୍ନ ସ୍ୱରୂପ ନ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ନିଜର ସ୍ୱାଧୀନତା ବିଷୟରେ ସାବଧାନ ରୁହ। ତୁମ୍ଭମାନଙ୍କର ଏହି ସ୍ୱାଧୀନତା, ଦୁର୍ବଳ ବିଶ୍ୱାସୀମାନଙ୍କୁ ପାପରେ ନ ପକାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಲ್ಯಾರ್ಬಿ ತುಕಾ ಹೊತ್ತೆ ಖಾತಲೆ ಸ್ವತಂತ್ರ್ ವಿಶ್ವಾಸಾತ್ ಘಟ್ ನಸಲ್ಲ್ಯಾ ದುಸ್ರ್ಯಾಕ್ನಿ ಪಾಪ್ ಕರುಕ್ ಕಾರನ್ ಹೊಯ್ನಶಿ ಸರ್ಕೆ ಉರ್ಶಾಕಿನ್ ಬಗುನ್ ಘೆವ್ಕ್ ಪಾಜೆ.