1 Corinthians 9:1 — Compare Translations

7 translations compared side by side

Odia - 1840
"ମୁଁ ଜଣେ ସ୍ବାଧୀନ ବ୍ଯକ୍ତି। ମୁଁ ଜଣେ ପ୍ ରରେିତ। ମୁଁ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଦେଖିଛି। ପ୍ରଭୁଙ୍କ ନିମନ୍ତେ ମାେ କାର୍ୟ୍ଯର ଫଳ ସ୍ବରୂପ ତୁମ୍ଭମାନେେ ପରିବର୍ତ୍ତିତ ହାଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କଅଣ ସ୍ଵାଧୀନ ନୁହେଁ? ମୁଁ କଅଣ ଜଣେ ପ୍ରେରିତ ନୁହେଁ? ମୁଁ କଅଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କଅଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ କ’ଣ ଜଣେ ସ୍ୱାଧୀନ ବ୍ୟକ୍ତି ନୁହେଁ? ମୁଁ ପ୍ରେରିତ ଶିଷ୍ୟ ନୁହେଁ କି? ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ କ’ଣ ମୁଁ ଦେଖି ନାହିଁ? ତୁମ୍ଭେମାନେ, ମୁଁ ପ୍ରଭୁଙ୍କ ପାଇଁ କରିଥିବା କାର୍ଯ୍ୟର ଫଳ ସ୍ୱରୂପ ନୁହଁ କି?
Odia Bible ERV 2004 (ପବିତ୍ର ବାଇବଲ)
ଅଧିକାର ଯାହା ପାଉଲ ବ୍ୟବହାର କଲେ ନାହିଁ ମୁଁ ଜଣେ ସ୍ୱାଧୀନ ବ୍ୟକ୍ତି। ମୁଁ ଜଣେ ପ୍ରେରିତ। ମୁଁ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଦେଖିଛି। ପ୍ରଭୁଙ୍କ ନିମନ୍ତେ ମୋ’ କାର୍ଯ୍ୟର ଫଳ ସ୍ୱରୂପ ତୁମ୍ଭେମାନେ ପରିବର୍ତ୍ତିତ ହୋଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କଅଣ ସ୍ୱାଧୀନ ନୁହେଁ? ମୁଁ କଅଣ ଜଣେ ପ୍ରେରିତ ନୁହେଁ? ମୁଁ କଅଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କଅଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ?
Odia IRV 2017 (ଓଡିଆ ବାଇବେଲ)
ମୁଁ କ'ଣ ସ୍ୱାଧୀନ ନୁହେଁ? ମୁଁ କ'ଣ ଜଣେ ପ୍ରେରିତ ନୁହେଁ? ମୁଁ କ'ଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କ'ଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಎಕ್‍ ಸ್ವತಂತ್ರ್ ಮಾನುಸ್ ನ್ಹಯ್ ಕಾಯ್? ಮಿಯಾ ಎಕ್ ಅಪೊಸ್ತಲ್ ನ್ಹಯ್ ಕಾಯ್? ಅಮ್ಚ್ಯಾ ಧನಿಯಾ ಜೆಜುಕ್ ಮಿಯಾ ಬಗುಕ್ ನಾ ಕಾಯ್? ಧನಿಯಾಸಾಟ್ನಿ ಮಿಯಾ ಕರಲ್ಲ್ಯಾ ಕಾಮಾಚೆ ಫಳ್ ತುಮಿ ನ್ಹಯ್ ಕಾಯ್?