1 Corinthians 9:11 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କ ମଧିଅରେ ଆମ୍ଭେ ଆତ୍ମିକ ବୀଜ ବୁଣିଅଛୁ, ତେଣୁ ଜୀବିକା ନିର୍ବାହ ପାଇଁ ତୁମ୍ଭ ପାର୍ଥିବ ଧନରୁ କିଛି ପାଇବାକୁ କ'ଣ ଆମ୍ଭର ଅଧିକାର ନାହିଁ? ଏହା ଆମ୍ଭର ପ୍ରାପ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବପନ କରିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କଅଣ ଗୁରୁତର ବିଷୟ?
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ତୁମ୍ଭମାନଙ୍କ ମଧ୍ୟରେ ଆଧ୍ୟାତ୍ମିକ ବୀଜ ବୁଣିଛୁ। ତେଣୁ ତୁମ୍ଭମାନଙ୍କଠାରୁ କିଛି ପାର୍ଥିବ ଫସଲ ପାଇବାକୁ ଇଚ୍ଛା କରିବା କଅଣ ଏକ ଦୁରାଶା?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରେ ଆମ୍ଭେ ଆତ୍ମିକ ବୀଜ ବୁଣିଅଛୁ, ତେଣୁ ଜୀବିକା ନିର୍ବାହ ପାଇଁ ତୁମ୍ଭ ପାର୍ଥିବ ଧନରୁ କିଛି ପାଇବାକୁ କ’ଣ ଆମ୍ଭର ଅଧିକାର ନାହିଁ? ଏହା ଆମ୍ଭର ପ୍ରାପ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବୁଣିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କଅଣ ଗୁରୁତର ବିଷୟ?
Odia IRV 2017 (ଓଡିଆ ବାଇବେଲ)
ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବୁଣିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କ'ଣ ଗୁରୁତର ବିଷୟ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತುಮ್ಚ್ಯಾ ಭುತ್ತುರ್ ಆತ್ಮಿಕ್ ಬಿಂಯ್ ಪೆರ್ಲಾವ್ ಹೊಲ್ಯಾರ್, ತುಮ್ಚ್ಯಾತ್ನಾ ಸಂಸಾರಿ ಜಿವನಾಕ್ ಗರಜ್ ಹೊತ್ತೆ ಅಮಿ ಕಾಪ್ಲ್ಯಾ ಕಾಯ್ ಮೊಟೆ ಹೊಲೆ?