1 Corinthians 9:12 — Compare Translations
7 translations compared side by side
Odia - 1840
"ଯଦି ଅନ୍ୟମାନଙ୍କର ତୁମ୍ଭଠା ରେ ଏହି ଦାବୀ ଅଛି, ତବେେ ଆମ୍ଭର କ'ଣ ଏଥି ରେ ଅଧିକ ଦାବୀ ନାହିଁ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରଯୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଚାର କାର୍ୟ୍ଯ କାଳେ ବାଧାପ୍ରାପ୍ତ ହବେ, ଏଥିପାଇଁ ଆମ୍ଭେ ସହ୍ଯ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟକରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କଠାରୁ ଏପରି ଆଶା କରିବା ପାଇଁ ଅନ୍ୟମାନଙ୍କର ଅଧିକାର ଅଛି। ତେବେ ଆମ ଅଧିକାର କ’ଣ ସେମାନଙ୍କଠାରୁ ଅଧିକ ନୁହେଁ? ଆମେ ଏହି ଅଧିକାରକୁ ପ୍ରୟୋଗ କରି ନାହୁଁ। କିନ୍ତୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାରରେ କୌଣସି ବାଧା ସୃଷ୍ଟି ନ କରିବା ପାଇଁ ଆମେ ସବୁ ସହ୍ୟ କରି ଯାଉଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଅନ୍ୟମାନଙ୍କର ତୁମ୍ଭଠାରେ ଏହି ଦାବୀ ଅଛି, ତେବେ ଆମ୍ଭର କ’ଣ ଏଥିରେ ଅଧିକ ଦାବୀ ନାହିଁ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରୟୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଗ୍ଭର କାର୍ଯ୍ୟ କାଳେ ବାଧାପ୍ରାପ୍ତ ହେବ, ଏଥିପାଇଁ ଆମ୍ଭେ ସହ୍ୟ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କ'ଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಕ್ನಿ ತುಮ್ಚ್ಯಾ ವೈರ್ ಹೊ ಹಕ್ಕ್ ಹಾಯ್ ಹೊಲ್ಯಾರ್, ಅಮ್ಕಾ ಉಲ್ಲೊಸೊ ಜಾಸ್ತಿಚೊ ಹಕ್ಕ್ ಹಾಯ್ ನ್ಹಯ್? ಖರೆ ಅಮಿ ಹ್ಯೊ ಹಕ್ಕ್ ವಾಪ್ರುಕ್ ನಾವ್, ಹೆಚ್ಯಾ ಬದ್ಲಾಕ್, ಕ್ರಿಸ್ತಾಚ್ಯಾ ಬರ್ಯಾ ಖಬ್ರೆಕ್ ಕಸ್ಲಿಬಿ ಅಡ್ಕಳ್ ಯೆವ್ಚೆ ನ್ಹಯ್ ಮನುನ್ ಸಗ್ಳ್ಯಾ ಸಂಗ್ತಿಯಾ ಅಮಿ ಸೊಸುನ್ ಘೆವ್ನ್ ಜಾತಾಂವ್.