1 Corinthians 9:13 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ, ଯେଉଁମାନେ ମନ୍ଦିରର ସବେକ ସମାନେେ ମନ୍ଦିରକୁ ଅଣାଯାଇଥିବା ବଳି ଉତ୍ସର୍ଗରୁ କିଛି ଆଣି ନିଜର ଜୀବିକା ନିର୍ବାହ କରନ୍ତି। ଓ ଯେଉଁମାନେ ବଦେୀର ସବୋ ରେ ନିୟୁକ୍ତ ସମାନେେ ବଦେୀକୁ ଅଣାଯାଇଥିବା ନବୈେଦ୍ଯରୁ କିଛି ଭାଗ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦି ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ କ’ଣ ଜାଣ ନାହିଁ, ଯେଉଁମାନେ ମନ୍ଦିରରେ କାର୍ଯ୍ୟ କରନ୍ତି, ସେମାନେ ମନ୍ଦିରରୁ ଖାଦ୍ୟ ପାଆନ୍ତି? ବଳି ଉତ୍ସର୍ଗ କରିବା ବ୍ୟକ୍ତି, ବଳିର ଅଂଶ ପାଏ ନାହିଁ କି?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ, ଯେଉଁମାନେ ମନ୍ଦିରର ସେବକ ସେମାନେ ମନ୍ଦିରକୁ ଅଣାଯାଇଥିବା ବଳି ଉତ୍ସର୍ଗରୁ କିଛି ଆଣି ନିଜର ଜୀବିକା ନିର୍ବାହ କରନ୍ତି। ଓ ଯେଉଁମାନେ ବେଦୀର ସେବାରେ ନିଯୁକ୍ତ ସେମାନେ ବେଦୀକୁ ଅଣାଯାଇଥିବା ନୈବେଦ୍ୟରୁ କିଛି ଭାଗ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କ'ଣ ଜାଣ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ದೆವಾಚ್ಯಾ ಗುಡಿತ್ ಸೆವಾ ಕರ್ತಾತ್ ತೆನಿ ಥೈ ಯೆತಲ್ಯಾ ಕಮಾಯಿತ್ನಾ ಖಾತಾತ್, ಅನಿ ಜೆವ್ತಾತ್ ಅನಿ ಅಲ್ತಾರಿಚಿ ಸೆವಾ ಕರ್ತಲ್ಯಾಕ್ನಿ ಅಲ್ತಾರಿ ವೈರ್ ಭೆಟ್ವಲ್ಲ್ಯಾಚೊ ವಾಟೊ ಹಾಯ್ ಮನುನ್ ತುಮ್ಕಾ ಗೊತ್ತ್ ನಾ ಕಾಯ್?