1 Corinthians 9:14 — Compare Translations

7 translations compared side by side

Odia - 1840
"ସହେି ପ୍ରକାର ପ୍ରଭୁ ଆଜ୍ଞା ଦଇେଛନ୍ତି। ଯେ ସୁସମାଚାର ଗ୍ରହଣ କରୁଥିବା ଲୋକମାନେ ସୁସମାଚାର ପ୍ରଚାରକମାନଙ୍କର ପ୍ରତି ପୋଷଣର ଦାଯିତ୍ବ ନବେେ।,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ଵାରା ଜୀବିକା ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିପରିଭାବେ ସୁସମାଚାର ପ୍ରଚାରକମାନେ ଏହି କାର୍ଯ୍ୟ ଦ୍ୱାରା ଜୀବିକା ନିର୍ବାହ କରିବେ, ଏହା ପ୍ରଭୁଙ୍କ ନିର୍ଦ୍ଦେଶ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପ୍ରକାର ପ୍ରଭୁ ଆଜ୍ଞା ଦେଇଛନ୍ତି। ଯେ ସୁସମାଗ୍ଭର ଗ୍ରହଣ କରୁଥିବା ଲୋକମାନେ ସୁସମାଗ୍ଭର ପ୍ରଗ୍ଭରକମାନଙ୍କର ପ୍ରତି ପୋଷଣର ଦାୟିତ୍ୱ ନେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಬರಿ ಖಬರ್ ಪ್ರಚಾರ್ ಕರ್ತಲ್ಯಾಕ್ನಿ ಬರ್‍ಯಾ ಖಬ್ರೆ ವೈನಾಚ್ ಜಿವನ್ ಕರುಕ್ ಪಾಜೆ ಮನುನ್ ಧನಿಯಾನುಚ್ ಹುಕುಮ್ ದಿಲ್ಲೊ ಹಾಯ್.