1 Corinthians 9:15 — Compare Translations

7 translations compared side by side

Odia - 1840
"କିନ୍ତୁ ମୁଁ ଉକ୍ତ ଅଧିକାରଗୁଡ଼ିକରୁ ଗୋଟିଏ ମଧ୍ଯ କବେେ ହେଲେ ପ୍ରଯୋଗ କରିନାହିଁ। ମୁଁ ମଧ୍ଯ କିଛି ପାଇବା ପାଇଁ ଚେଷ୍ଟା କରି ନାହିଁ। ଏହି ଉଦ୍ଦେଶ୍ଯ ରେ ମୁଁ ଏହା ଲେଖି ନାହିଁ। କହେି ମାହେର ଏହି ଗର୍ବର ଅଧିକାର ମାଠାରୁେ ଛଡ଼ାଇ ନଇେ ଗଲେ ବରଂ ମାରେମରିୟିବା ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଏହିସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋʼ ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହିସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ କିନ୍ତୁ ଏହି ସୁଯୋଗ ସୁବିଧାରୁ ଗୋଟିଏ ହେଲେ ଉପଯୋଗ କରି ନାହିଁ କିମ୍ବା ସେଗୁଡ଼ିକୁ ଦାବୀ କରିବା ଉଦ୍ଦେଶ୍ୟରେ ତୁମ୍ଭମାନଙ୍କୁ ଏହା ଲେଖୁ ନାହିଁ, ମୋର ଏହି ଦର୍ପ ନିରର୍ଥକ ବୋଲି କେହି ପ୍ରମାଣିତ କରି ଦେବା ଅପେକ୍ଷା ମରଣ ମୋ’ ପାଇଁ ଶ୍ରେୟସ୍କର।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଉକ୍ତ ଅଧିକାରଗୁଡ଼ିକରୁ ଗୋଟିଏ ମଧ୍ୟ କେବେ ହେଲେ ପ୍ରୟୋଗ କରି ନାହିଁ। ମୁଁ ମଧ୍ୟ କିଛି ପାଇବା ପାଇଁ ଚେଷ୍ଟା କରି ନାହିଁ। ଏହି ଉଦ୍ଦେଶ୍ୟରେ ମୁଁ ଏହା ଲେଖି ନାହିଁ। କେହି ମୋହର ଏହି ଗର୍ବର ଅଧିକାର ମୋ’ଠାରୁ ଛଡ଼ାଇ ନେଇଗଲେ ବରଂ ମୋର ମରିଯିବା ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଏହିସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋʼ ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହିସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଏହି ସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋ' ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହି ସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ ಅಸ್ಲ್ಯಾ ಖಲ್ಯಾಬಿ ಹಕ್ಕಾಂಚೊ ಅಧಿಕಾರ್ ವಾಪ್ರುಕ್ ನಾ ಅನಿ ಅತ್ತಾ ತಿ ಹಕ್ಕಾ ಮಾಕಾ ಗಾವ್ಕ್ ಪಾಜೆ ಮನುನ್‌ಬಿ ಮಿಯಾ ತುಮ್ಕಾ ಲಿವಿನಾ ಹೊಲಾ, ತಸೆ ಕರ್‍ತಲ್ಯಾಚ್ಯಾನ್ಕಿ ಮಿಯಾ ಮರಲ್ಲೆ ಬರೆ; ಮಾಜೆ ಮೊಟೆಪಾನ್ ಕೊನಾಚ್ಯಾಬಿ ಪಾಯ್ದ್ಯಾಕ್ ಪಡಿನಸಲ್ಲೆ ಸಾರ್ಕೆ ಕರುಕ್ ಹೊಯ್ನಾ.