1 Corinthians 9:17 — Compare Translations

7 translations compared side by side

Odia - 1840
"ତା'ପରେ ମଧ୍ଯ ଯଦି ମୁଁ ସ୍ବେଚ୍ଛା ରେ ସୁସମାଚାର ପ୍ରଚାର କରୁଛି, ତବେେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ଯ। କିନ୍ତୁ ତାହା ତ ନୁହେଁ। ସୁସମାଚାର ପ୍ରଚାର ପାଇଁ ମୁଁ ବାଧ୍ଯ। ପ୍ରଭୁ ମାେତେ ଯେଉଁ ଦାଯିତ୍ବ ଦଇେଛନ୍ତି, କବଳେ ତାହା ମୁଁ ସମ୍ପାଦନ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦି ମୁଁ ସ୍ଵେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ଵେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼଠାରେ ସମର୍ପିତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱେଚ୍ଛାରେ ଏହି କାର୍ଯ୍ୟ କଲେ, ମୁଁ ପୁରସ୍କାର ଅପେକ୍ଷା କରିଥାଆନ୍ତି, କିନ୍ତୁ ଈଶ୍ୱର ମୋ’ ଉପରେ ଏହି ଦାୟିତ୍ୱ ନ୍ୟସ୍ତ କରିଥିବାରୁ ଏହା କରିବା ମୋର କର୍ତ୍ତବ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମଧ୍ୟ ଯଦି ମୁଁ ସ୍ୱେଚ୍ଛାରେ ସୁସମାଗ୍ଭର ପ୍ରଗ୍ଭର କରୁଛି, ତେବେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ୟ। କିନ୍ତୁ ତାହା ତ ନୁହେଁ। ସୁସମାଗ୍ଭର ପ୍ରଗ୍ଭର ପାଇଁ ମୁଁ ବାଧ୍ୟ। ପ୍ରଭୁ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, କେବଳ ତାହା ମୁଁ ସମ୍ପାଦନ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼ ଠାରେ ସମର୍ପିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋ'ଠାରେ ସମର୍ପିତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಸ್ವಂತ್ ಖುಶಿನ್ ಮಿಯಾ ಹೆ ಕಾಮ್ ಕರ್‍ತಾ ಹೊಲ್ಯಾರ್ ಮಾಕಾ ಕಾಯ್ಬಿ ಗಾವ್ತಾ ಮನುನ್ ಆಶಾ ಕರುಕ್ ಹೊಯ್ ಹೊತ್ತೆ, ಖರೆ ಮಿಯಾ ತೆ ಎಕ್ ಕರ್ತವ್ಯ್ ಮನುನ್ ಕರ್ತಾ, ಮಾಕಾ ದೆವಾನ್ ದಿಲ್ಲೆ ಕಾಮ್ ಹೆ.