1 Corinthians 9:2 — Compare Translations

7 translations compared side by side

Odia - 1840
"ଅନ୍ୟମାନେ ମାେତେ ପ୍ ରରେିତ ବୋଲି ଗ୍ରହଣ ନ କରି ପାରନ୍ତି, କିନ୍ତୁ ତୁମ୍ଭମାନେେ ମାେତେ ପ୍ ରରେିତ ବୋଲି ନିଶ୍ଚିତ ଭାବରେ ଗ୍ରହଣ କରୁଛ। ମୁଁ ଯେ ପ୍ରଭୁଙ୍କର ଜଣେ ପ୍ ରରେିତ, ତୁମ୍ଭମାନେେ ଏଥିର ପ୍ରମାଣ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ଵରୂପ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟମାନେ ମୋତେ ପ୍ରେରିତ ଶିଷ୍ୟ ବୋଲି ଗ୍ରହଣ ନ କଲେ ମଧ୍ୟ ତୁମ୍ଭେମାନେ ଗ୍ରହଣ କରିଛ, କାରଣ ପ୍ରଭୁଙ୍କ ସହିତ ତୁମ ଜୀବନର ମିଳନ ହେତୁ ମୋ’ ପ୍ରେରିତ ଶିଷ୍ୟତ୍ୱର ପ୍ରମାଣ ତୁମେ ପାଇଛ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟମାନେ ମୋତେ ପ୍ରେରିତ ବୋଲି ଗ୍ରହଣ ନ କରି ପାରନ୍ତି, କିନ୍ତୁ ତୁମ୍ଭେମାନେ ମୋତେ ପ୍ରେରିତ ବୋଲି ନିଶ୍ଚିତ ଭାବରେ ଗ୍ରହଣ କରୁଛ। ମୁଁ ଯେ ପ୍ରଭୁଙ୍କର ଜଣେ ପ୍ରେରିତ, ତୁମ୍ଭେମାନେ ଏଥିର ପ୍ରମାଣ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ୱରୂପ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಕ್ನಿ ಮಿಯಾ ಅಪೊಸ್ತಲ್ ನ್ಹಯ್, ಜಾಲ್ಯಾರ್‌ಬಿ ತುಮ್ಕಾ ತರ್‌ಬಿ ಮಿಯಾ ಎಕ್ ಅಪೊಸ್ತಲ್, ಕಶ್ಯಾಕ್ ಮಟ್ಲ್ಯಾರ್ ಧನಿಯಾಕ್ ಮಾಜ್ಯಾ ಅಪೊಸ್ತಲ್ ಪಾನಾಚೊ ಛಪ್ಪೊ ತುಮಿಚ್.